Browsing Category
State
ଦୀପାବଳିରେ ମୁକ୍ତିଲାଭ କରିବ ଝିଲିକଙ୍କ ‘ରୁଦ୍ରାଣୀ’
ଭୁବନେଶ୍ୱର (ଆମ ଟିଭି): ଦୀପାବଳିରେ ପ୍ରେକ୍ଷାଳୟକୁ ଆସିବ ‘ରୁଦ୍ରାଣୀ’। ଦୀପାବଳିରେ ମୁକ୍ତିଲାଭ କରିବ ଏହି ବହୁ ପ୍ରତିକ୍ଷୀତ ଓଡିଆ ସିନେମା । ଯାହାକୁ ନେଇ ଦର୍ଶକଙ୍କ ମହଲରେ ଉତ୍ସାହ…
ଚର୍ଚ୍ଚାରେ ବର୍ଷା-ଅନୁଭବ ବିବାଦ ମାମଲା: ସତ୍ୟପାଠ ଦାଖଲ କଲେ ବର୍ଷା
କଟକ (ଆମ ଟିଭି): ପୁଣି ଚର୍ଚ୍ଚାରେ ବର୍ଷା-ଅନୁଭବ ବିବାଦ ମାମଲା । କେନ୍ଦ୍ରାପଡ଼ା ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତି ଓ ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କ ପାରିବାରିକ ବିବାଦ ଥମିବାର ନାଁ…
ଆଇଏଏସ ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର
ଭୁବନେଶ୍ୱର(ଆମ ଟିଭି): ଆଇଏଏସ ସ୍ତରରେ ଅଦଳବଦଳ । ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ଶାଳିନୀ ପଣ୍ଡିତ ହୋଇଛନ୍ତି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ସଚିବ । ନିକୁଞ୍ଜ ବିହାରୀ ଦଳଙ୍କୁ…
ଆଜି ମୁମ୍ବାଇରେ ନିବେଶକଙ୍କ ସହ ଆଲୋଚନା କରିବେ ନବୀନ
ମୁମ୍ବାଇ (ଆମ ଟିଭି): ମେକ ଇନ ଓଡ଼ିଶା କାର୍ଯ୍ୟକ୍ରମକୁ ସଫଳ କରାଇବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁମ୍ବାଇ ଗସ୍ତରେ ଅଛନ୍ତି । ରାଜ୍ୟରେ ପୁଞ୍ଜିନିବେଶ ପାଇଁ ଆଜି ମୁମ୍ବାଇରେ…
ଓଡ଼ିଶାରେ ଭାରତ ଯୋଡ଼ୋ କାର୍ୟ୍ୟକ୍ରମ ପାଇଁ ପ୍ରସ୍ତୁତି ବୈଠକ
ଭୁବନେଶ୍ୱର (ଆମ ଟିଭି): ସମ୍ପ୍ରତି ଅଖିଳ ଭାରତ କଂଗ୍ରେସ କମିଟି ପକ୍ଷରୁ ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ ଭାରତ ଯୋଡ଼ୋ ଯାତ୍ରା ଚାଲିଛି । ଘୃଣା ଓ ବିଦ୍ୱେଷର ରାଜନୀତିକୁ ପରାହତ କରି ସଦଭାବନା…
୩ ଦିନିଆ ମୁମ୍ବାଇ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଭୁବନେଶ୍ୱର (ଆମ ଟିଭି): ପୁଞ୍ଜି ଆଣିବାକୁ ମୁମ୍ବାଇ ଯାଇଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତିନି ଦିନିଆ ଗସ୍ତରେ ମଙ୍ଗଳବାର ସନ୍ଧ୍ୟାରେ ମୁମ୍ବାଇ ପହଞ୍ଚିଛନ୍ତି।…
ନିଲାମ ହେଲା ଓଡ଼ିଶାର ୨ଟି ଖଣି
ଭୁବନେଶ୍ୱର (ଆମ ଟିଭି): ନିଲାମ ହେଲା ଓଡ଼ିଶାର ୨ଟି ଖଣି । ଓଡ଼ିଶାର ୨ଟି କୋଇଲା ଖଣି ସମେତ ୫ଟି ରାଜ୍ୟର ମୋଟ ୮ଟି କୋଇଲା ଖଣିର ନିଲାମ ପ୍ରକ୍ରିୟା ଶେଷ ହୋଇଛି । କେନ୍ଦ୍ର କୋଇଲା ମନ୍ତ୍ରଣାଳୟ…
ବିଜେଡିକୁ ପୁରୀ ସମୁଦ୍ର ଭିତରକୁ ପେଲିଦେବୁ: ଜୁଏଲ ଓରାମ
ପୁରୀ (ଆମ ଟିଭି): ପୁରୀରେ ଆରମ୍ଭ ହୋଇଛି ବିଜେପିର ୩ ଦିନିଆ ପ୍ରଶିକ୍ଷଣ ଶିବିର । ଏହି ଶିବିରରେ ଯୋଗ ଦେଇ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ କହିଛନ୍ତି, ବିଜେଡିକୁ ପୁରୀ ସମୁଦ୍ର…
କୋରାପୁଟ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ନୂଆ କୂଳପତି ହେଲେ ପ୍ରଫେସର ଚକ୍ରଧର ତ୍ରିପାଠୀ
କୋରାପୁଟ (ଆମ ଟିଭି): କୋରାପୁଟ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ପାଇଲା ନୂଆ କୂଳପତି । କୋରାପୁଟ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ନୂଆ କୂଳପତି ଭାବେ ପ୍ରଫେସର ଚକ୍ରଧର ତ୍ରିପାଠୀଙ୍କୁ ନିଯୁକ୍ତି…
ରାଜ୍ୟରେ ଖଣି ଦୁର୍ନୀତିକୁ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ଅପରାଜିତା
ଭୁବନେଶ୍ବର (ଆମ ଟିଭି): ଓଡ଼ିଶାରେ ଖଣି ଦୁର୍ନୀତିକୁ ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ । ଆଜି ସାମ୍ବାଦିକ ସମ୍ମୀଳନୀ କରି ରାଜ୍ୟ ସରକାରଙ୍କୁ…