Browsing Category

State

ବିଜେବି ଛାତ୍ରୀ ଆତ୍ମହତ୍ୟା ପ୍ରସଙ୍ଗ : ବିବୃତ୍ତି ରଖିବାକୁ ଗୃହ ରାଷ୍ଟ୍ରମନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଲେ ବାଚସ୍ପତି

ଭୁବନେଶ୍ବର (ଆମ ଟିଭି): ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତି ଆତ୍ମହତ୍ୟା ପ୍ରସଙ୍ଗରେ ଗୃହରେ ବିବୃତ୍ତି ରଖିବାକୁ ଗୃହ ରାଷ୍ଟ୍ରମନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଲେ ବାଚସ୍ପତି ବିକ୍ରମ କେଶରୀ…

ବୁଧବାର ବାହାରିବ ମାଟ୍ରିକ ଫଳ, ସୂଚନା ଦେଲେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର(ଆମ ଟିଭି): ଆସନ୍ତା ବୁଧବାର ଅର୍ଥାତ୍ ୬ ତାରିଖ ପ୍ରକାଶ ପାଇବ ମାଟ୍ରିକ୍ ଫଳ । ଦିନ ଗୋଟାଏ ରେ  bseodisha.ac. in ଏବଂ odisharesult. nic. in ରେ ଉପଲବ୍ଧ ହେବ ଫଳ। ଏ ନେଇ…

ଶ୍ରୀମନ୍ଦିର ଗର୍ଭଗୃହ ସମ୍ପୂର୍ଣ୍ଣ ସୁରକ୍ଷିତ: ଏଏସଆଇ

ପୁରୀ(ଆମ ଟିଭି): ଶ୍ରୀମନ୍ଦିର ଗର୍ଭଗୃହ ସମ୍ପୂର୍ଣ୍ଣ ସୁରକ୍ଷିତ ରହିଛି। କେବଳ ଧଳା ଆସ୍ତରଣରେ କେମିକାଲ ଦିଆଯିବ। ରବିବାର କୋର କମିଟି ଓ ଏଏସଆଇର ୧୫ ଜଣିଆ ଟିମ୍ ମିଳିତ ଭାବେ ଦୀର୍ଘ ତିନି…

ଗୋଟି ପହଣ୍ଡିରେ ଜନ୍ମବେଦୀରେ ବିଜେ କଲେ ଚତୁର୍ଦ୍ଧାମୂର୍ତ୍ତି

ପୁରୀ(ଆମ ଟିଭି): ସରଧା ବାଲିରେ ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତି ଗୋଟି ପହଣ୍ଡିରେ ଜନ୍ମବେଦୀରେ ବିଜେ କରିଛନ୍ତି। ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଶ୍ରୀବିଗ୍ରହଙ୍କ ସମସ୍ତ ନୀତିକାନ୍ତି ରଥ ଉପରେ…

ବିଧାନସଭାରେ ଉପସ୍ଥାପିତ ହେଲା ୨୦୨୨-୨୩ ବର୍ଷ ପାଇଁ ୨ ଲକ୍ଷ କୋଟିର ପୂର୍ଣ୍ଣାଙ୍ଗ ବଜେଟ୍

ଭୁବନେଶ୍ବର(ଆମ ଟିଭି) : ଆଜିଠୁ ଆରମ୍ଭ ହୋଇଛି ବିଧାନସଭା ମୌସୁମୀ ଅଧିବେଶନ। ତେବେ ପ୍ରଥମ ଦିନରେ ଉପସ୍ଥାପିତ ହେଲା ୨୦୨୨-୨୩ ବର୍ଷ ପାଇଁ ୨ ଲକ୍ଷ କୋଟିର ପୂର୍ଣ୍ଣାଙ୍ଗ ବଜେଟ୍ । ରାଜ୍ୟ…

ଆରମ୍ଭ ହେଲା ମୌସୁମୀ ଅଧିବେଶନ: ଅପରାହ୍ଣରେ ଆସିବ ପୂର୍ଣ୍ଣାଙ୍ଗ ବଜେଟ୍

ଭୁବନେଶ୍ବର( ଆମ ଟିଭି): ଆଜିଠାରୁ ଆରମ୍ଭ ହୋଇଛି ବିଧାନସଭାର ମୌସୁମୀ ଅଧିବେଶନ । ତେବେ ନୂଆ ବାଚସ୍ପତି ବିକ୍ରମ କେଶରୀ ଆରୁଖ ଗୃହ ପରିଚାଳନା କରୁଛନ୍ତି। ଅଧିବେଶନ ଆରମ୍ଭରେ ଦିବଙ୍ଗତ…

ବଡ଼ଦାଣ୍ଡରେ ଘିରିଘିରି ହୋଇ ଗଡ଼ୁଛି ରଥ, ମାଉସୀ ମା ଘର ଅଭିମୁଖେ ଯାଉଛନ୍ତି ତିନି ଠାକୁର

ପୁରୀ(ଆମ ଟିଭି): ବଡ଼ଦାଣ୍ଡରେ ଘିରିଘିରି ହୋଇ ଗଡ଼ୁଛି ରଥ । ମାଉସୀ ମା ଘର ଅଭିମୁଖେ ଯାଉଛନ୍ତି ତିନି ଠାକୁର। ପ୍ରଥମେ ଗଡ଼ିଲା ବଡ଼ ଭାଇ ବଳଭଦ୍ରଙ୍କ ତାଳଧ୍ଵଜ ରଥ। ତାଳଧ୍ଵଜ ପଛେ ପଛେ ଆସୁଛି…

ତିନି ରଥରେ ଛେରାପହଁରା କଲେ ଗଜପତି ମହାରାଜ

ପୁରୀ(ଆମ ଟିଭି) : ଆଜି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ଏହି ଅବସରରେ ତିନି ରଥରେ ଛେରାପହଁରା ନୀତି କରିଛନ୍ତି ମହାପ୍ରଭୁଙ୍କ ଆଦ୍ୟ ସେବକ ଗଜପତି ମହାରାଜ ଦିବ୍ୟ ସିଂହ ଦେବ। ଗଜପତି ଶ୍ରୀନହରରୁ…

ଦୁର୍ଘଟଣାରେ ବରିଷ୍ଠ ଫଟୋ ସାମ୍ବାଦିକ ଅଶୋକ ପଣ୍ଡାଙ୍କ ଦେହାନ୍ତ

ଭୁବନେଶ୍ଵର(ଆମ ଟିଭି): ଦୁର୍ଘଟଣାରେ ବରିଷ୍ଠ ଫଟୋ ସାମ୍ବାଦିକ ଅଶୋକ ପଣ୍ଡାଙ୍କ ଦେହାନ୍ତ। ଶୁକ୍ରବାର ରଥଯାତ୍ରାରେ ଫଟୋ ଉଠାଇବା ପାଇଁ ଭୁବନେଶ୍ଵରରୁ ପୁରୀ ଅଭିମୁଖେ ଯାଉଥିବା ବେଳେ ପୁରୀ…