Browsing Category
State
ଅର୍ଚ୍ଚନା କେଳେଙ୍କାରୀ ମାମଲା: ଇଡିରେ ହାଜର ହେଲେ ଶ୍ରଦ୍ଧାଞ୍ଜଳୀ ବେହେରା
ଭୁବନେଶ୍ୱର(ଆମ ଟିଭି): ବହୁଚର୍ଚ୍ଚିତ ଅର୍ଚ୍ଚନା ନାଗ କେଳେଙ୍କାରୀ ମାମଲାରେ ଭିନ୍ନ ମୋଡ଼ । ଇଡିରେ ହାଜର ହୋଇଛନ୍ତି ଶ୍ରଦ୍ଧାଞ୍ଜଳି ବେହେରା । ଲେଡି ବ୍ଲାକମେଲର୍ ଅର୍ଚ୍ଚନା ନାଗ୍ ମାମଲାରେ…
ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରସଙ୍ଗରେ କେନ୍ଦ୍ର ଆଗରେ ବିଜେପି ସାଂସଦ ଦାବି ରଖନ୍ତୁ: ସସ୍ମିତ ପାତ୍ର
ଭୁବନେଶ୍ୱର (ଆମ ଟିଭି): ହାଇକୋର୍ଟ ସ୍ଥାୟୀବେଞ୍ଚ ପ୍ରସଙ୍ଗକୁ ନେଇ ସରଗରମ ରାଜ୍ୟ ରାଜନୀତି । ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ପ୍ରସଙ୍ଗରେ ବିଜେପିର ପ୍ରେସମିଟର ଜବାବ ରଖିଛନ୍ତି…
ଓକିଲ ଆନ୍ଦୋଳନକୁ ନେଇ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ଟାର୍ଗେଟ କଲେ ନରସିଂହ
ଭୁବନେଶ୍ବର : ପଶ୍ଚିମ ଓଡ଼ିଶାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ୍ ସ୍ଥାପନ ଦାବି ଉପରେ ନିଜର ମତ ରଖିଛନ୍ତି କଂଗ୍ରେସ ବିଧାୟକ ନରସିଂହ ମିଶ୍ର। ସେ ଗଣମାଧ୍ୟମରେ ନିଜର ପ୍ରତିକ୍ରିୟା ଦେଇ…
ଜାନୁଆରୀରୁ ୧ ଶ୍ରୀମନ୍ଦିରକୁ ମୋବାଇଲ ମନା
ପୁରୀ: ଶ୍ରୀମନ୍ଦିର ପରିଚାଳନା ବୈଠକରେ ଆଜି ଏହି ନିଷ୍ପତ୍ତି ନିଆଯାଇଛି। ବୈଠକରେ ହୋଇଥିବା ନିଷ୍ପତ୍ତି ପରେ ଶ୍ରୀମନ୍ଦିର ମୁଖ୍ୟ ଶାସନ ସଚିବ ବୀର ବିକ୍ରମ ଯାଦବ ଗଣମାଧ୍ୟମକୁ ଏହି ସୂଚନା…
ଗିରଫ ହେଲେ ଓକିଲ ସଂଘର ସଭାପତି
ସମ୍ବଲପୁର : ବିଚାରପତିଙ୍କ ଚାମ୍ବରରେ ପଶି ବ୍ୟାପକ ଭଙ୍ଗାରୁଜା ଓ ହିଂସା ମାମଲାରେ ଗିରଫଦାରୀ ସଂଖ୍ୟା ବଢ଼ିବାରେ ଲାଗିଛି। ସମ୍ବଲପୁର ଓକିଲ ସଂଘ ସଭାପତି ସୁରେଶ୍ୱର ମିଶ୍ର ଓ ଜିଲ୍ଲା ଓକିଲ…
ଭିଜିଲାନ୍ସ ଜାଲରେ ତମାଣ୍ଡୋ ଥାନା ଏସଆଇ
ଭୁବନେଶ୍ୱର (ଆମ ଟିଭି): ଭିଜିଲାନ୍ସ କବ୍ଜାରେ ପୋଲିସ ଏସଆଇ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ସକାଳୁ ତମାଣ୍ଡୋ ଥାନା ଏସ ଆଇ ଅଭିମନ୍ୟୁ ଚୌଧୁରୀଙ୍କ ଘରେ ଚଢ଼ାଉ କରୁଛି…
୨୦୨୪ ନିର୍ବାଚନ: ଆଜି ନବୀନ ନିବାସରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ
ଭୁବନେଶ୍ୱର (ଆମ ଟିଭି): ୨୦୨୪ ନିର୍ବାଚନ ପାଇଁ ଆରମ୍ଭ ହେଲାଣି ସମରସଜ୍ଜା । ସବୁ ଦଳ ପ୍ରସ୍ତୁତି ଆରମ୍ଭ କରିସାରିଲେଣି । ଆସନ୍ତା ୨୪ ନିର୍ବାଚନରେ ଦଳ କେମିତି ଭଲ ପ୍ରଦର୍ଶନ କରିବ, ସେ ନେଇ…
ଅର୍ଚ୍ଚନା-ଜଗବନ୍ଧୁଙ୍କୁ ମୁହାଁମୁହିଁ ଜେରା କରୁଛି ଇଡି: ମିଳିଛି ଗୁରୁତ୍ୱପୂର୍ଣ୍ଣ ତଥ୍ୟ
ଭୁବନେଶ୍ୱର (ଆମ ଟିଭି): ଇଡି କବ୍ଚାରେ ଏବେ ଲେଡି ବ୍ଲାକମେଲର ଅର୍ଚ୍ଚନା ଓ ତାଙ୍କ ସ୍ୱାମୀ ଜଗବନ୍ଧୁ ଚାନ୍ଦ । ଅର୍ଚ୍ଚନା ନାଗ ଓ ଜଗବନ୍ଧୁ ଚାନ୍ଦଙ୍କୁ ମୁହାଁମୁହିଁ ଜେରା କରୁଛି ଇଡି ।…
ଆଜି ବସିବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ
ପୁରୀ(ଆମ ଟିଭି): ଆଜି ପୁଣି ବସିବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ।ଗଜପତି ମହାରାଜଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହେବ । ବୈଠକ ସୂଚୀରେ ୧୧ଟି ପ୍ରସଙ୍ଗ ରହିଥିବା ବେଳେ ଏଥର…
ବଢିବ ରେଳ ଭଡା: ସଙ୍କେତ ଦେଲେ ରେଳ ମନ୍ତ୍ରୀ
ନୂଆଦିଲ୍ଲୀ (ଆମ ଟିଭି): ଆପଣ ଯଦି ରେଳରେ ଯାତ୍ରା କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏହି ଖବର ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କୁ ପୁଣି ଝଟକା ଦେବାକୁ…