Browsing Category

State

୭ ଦିନ ବଢ଼ିଲା ଧାନ କିଣା ଅବଧି

ଖରିଫ ଧାନକିଣାରେ ରାଜ୍ୟ ସରକାର ୭ ଦିନ ବୃଦ୍ଧି କରିଛନ୍ତି । ଏନେଇ ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣପାତ୍ର । ମାର୍ଚ୍ଚ ୩୧ରେ ଖରିଫ ଧାନକିଣା ଅବଧି ଶେଷ ହୋଇଥିଲା । ହେଲେ…

ଘୋଷଣା ହେଲା ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷଙ୍କ ନାଁ, ୪ ମନ୍ତ୍ରୀଙ୍କୁ ମିଳିଲା ଦାୟିତ୍ବ

ଘୋଷଣା ହେଲା ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷଙ୍କ ନାଁ । ୪ ମନ୍ତ୍ରୀଙ୍କୁ ୪ ଜିଲ୍ଲାର ଯୋଜନା କମିଟି ଅଧ୍ୟକ୍ଷ ଦାୟିତ୍ବ ମିଳିଛି । ସେମାନେ ହେଲେ ସୁରେଶ ପୂଜାରୀ, ପୃଥ୍ବୀରାଜ ହରିଚନ୍ଦନ,…

ଆଜିଠାରୁ ପେଟ୍ରୋଲ ପମ୍ପରେ E 20 ପେଟ୍ରୋଲ ବାଧ୍ୟତାମୂଳକ, ପେଟ୍ରୋଲ ନିର୍ଭରଶୀଳତା କମିବ

ଆଜିଠାରୁ ପେଟ୍ରୋଲ ପମ୍ପରେ E 20 ପେଟ୍ରୋଲ ବାଧ୍ୟତାମୂଳକ । ପୂର୍ବରୁ E10 ପେଟ୍ରୋଲ ବିକ୍ରି ହେଉଥିଲା । ପେଟ୍ରୋଲରେ ଅଧିକ ପରିମାଣର ଇଥାନଲ ମିଶାଗଲେ, ଧୀରେ ଧୀରେ ପେଟ୍ରୋଲ ନିର୍ଭରଶୀଳତା…

୭୮ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ପଦକ ପ୍ରଦାନ କଲେ ଡିଜିପି

ଭୁବନେଶ୍ୱର (ଆମ ଟିଭି): ଆଜି ଭୁବନେଶ୍ୱରସ୍ଥିତ ପୋଲିସ ଭବନରେ ଆରକ୍ଷୀ ମହାନିର୍ଦ୍ଦେଶକ ପଦକ ପ୍ରଦାନ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ୭୮…

ବିଜୁଙ୍କ ଉପରେ ମନ୍ତବ୍ୟ ପାଇଁ କ୍ଷମା ପ୍ରାର୍ଥନା କଲେ ସାଂସଦ ନିଶିକାନ୍ତ ଦୁବେ

ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ ଓଡ଼ିଶାର କୋଣ ଅନୁକୋଣରୁ ବିରୋଧ ଏବଂ ଦିଲ୍ଲୀ ଦରବାରରେ ଏହାର କମ୍ପନ ପରେ ବିଜେପି ସାଂସଦ ନିଶିକାନ୍ତ ଶେଷରେ କ୍ଷମା ପ୍ରାର୍ଥନା କରିଛନ୍ତି । ବିଜେପି…

ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ଚିଠି

ଭୁବନେଶ୍ବର (ଆମ ଟିଭି): ଉତ୍କଳ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି ଲେଖି ସମସ୍ତ ଓଡ଼ିଶାବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।…

ଆଉ ୭ ଦିନ ବଢ଼ିଲା ଧାନ କିଣା ଅବଧି: କୃଷ୍ଣଚନ୍ଦ୍ର ପାତ୍ର

ଭୁବନେଶ୍ବର (ଆମ ଟିଭି): ବଢିଲା ଧାନ କିଣା ଅବଧି । ଚାଷୀଙ୍କ ପାଇଁ ଅବଧି ବଢାଇଲେ ରାଜ୍ୟ ସରକାର। ଏ ନେଇ ସୂଚନା ଦେଇଛନ୍ତି ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । କିଛି ଚାଷୀ ଧାନ…

ଉତ୍କଳମଣିଙ୍କ ଜନ୍ମପୀଠରେ ପାଳିତ ହେଲା ଓଡ଼ିଶା ଦିବସ ୨୦୨୬; ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ବର (ଆମ ଟିଭି): ସ୍ୱତନ୍ତ୍ର ପ୍ରଦେଶ ଭାବେ ଓଡ଼ିଶା ପଦାର୍ପଣ କରିଛି ୯୧ ବର୍ଷରେ। ଓଡ଼ିଶା ଦିବସ ରାଜ୍ୟସ୍ତରୀୟ ଉତ୍ସବ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜନ୍ମସ୍ଥାନ ପୁରୀ…

କାହିଁକି ୧ ଏପ୍ରିଲକୁ ‘ଫୁଲ ଡେ’ ବୋଲି କୁହାଯାଏ? ଜାଣନ୍ତୁ ଆଶ୍ଚର୍ଯ୍ୟଜନକ ତଥ୍ୟ

ପ୍ରତିବର୍ଷ 1 ଏପ୍ରିଲରେ 'ଏପ୍ରିଲ ଫୁଲ ଡେ' ପାଳନ କରାଯାଏ । ଏହା କେବଳ ଭାରତରେ ନୁହେଁ ସମଗ୍ର ବିଶ୍ୱରେ ପାଳନ କରାଯାଏ । ଏହା ଏକ ଦିନ, ଯେତେବେଳେ ତୁମେ ତୁମର ବନ୍ଧୁ କିମ୍ବା ଭାଇ…

ଜୀ ସାର୍ଥକରେ ପୁଣି ଡବଲ ମହା ପ୍ରିମିୟର: ଭଲ ପାଇବା ଓ ବଳିଦାନର ଏକ ଅକୁହା କାହାଣୀ ‘ଲାଗେ ପ୍ରେମ ନଜର’…

ଭୁବନେଶ୍ବର (ଆମ ଟିଭି): ଓଡ଼ିଆ ମନୋରଞ୍ଜନ ଜଗତର ଅଗ୍ରଣୀ ଚ୍ୟାନେଲ ଜୀ ସାର୍ଥକ ପକ୍ଷରୁ ଦର୍ଶକଙ୍କ ପାଇଁ ଭେଟି ଦିଆଯାଉଛି ଏକ ହୃଦୟସ୍ପର୍ଶୀ ପାରିବାରିକ ଚଳଚ୍ଚିତ୍ର 'ଲାଗେ ପ୍ରେମ ନଜର'।…