Browsing Category

State

ନୂଆପଡା ଉପନିର୍ବାଚନ : ପ୍ରଚାର ପାଇଁ ୫୨ ଜଣ ନେତା ନିୟୋଜିତ କଲେ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ

ଭୁବନେଶ୍ୱର (ଆମ ଟିଭି): ଆଗାମୀ ନୂଆପଡା ଉପନିର୍ବାଚନ 2025 ପାଇଁ ପ୍ରଚାର ପାଇଁ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ 52 ଜଣ ବିଜୁ ଜନତା ଦଳ (ବିଜେଡି) ନେତାଙ୍କୁ ନିୟୋଜିତ କରିଛନ୍ତି । ବିଜେଡି…

ରାଜ୍ୟ ସରକାରୀ କର୍ମଚାରୀଙ୍କୁ ଦୀପାବଳି ଭେଟି, ୩ ପ୍ରତିଶତ ବଢ଼ିଲା ମହଙ୍ଗା ଭତ୍ତା

ରାଜ୍ୟ ସରକାରୀ କର୍ମଚାରୀଙ୍କୁ ଦୀପାବଳି ଭେଟି । ୩ ପ୍ରତିଶତ ବଢ଼ିଲା ମହଙ୍ଗା ଭତ୍ତା । ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୫ ପ୍ରତିଶତରୁ ୫୮ ପ୍ରତିଶତକୁ ବୃଦ୍ଧି ପାଇଲା ।…

ଭାଜପାର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ: ୨ ମୁଖ୍ୟମନ୍ତ୍ରୀଙ୍କ ସହ ଅଛନ୍ତି…

ନୂଆପଡ଼ା ଉପନିର୍ବାଚନ ପାଇଁ ଭାଜପାର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ ପାଇଛି। ଉକ୍ତ ତାଲିକାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ…

ଆଜି ନୁହେଁ ୧୮ ତାରିଖରେ ନାମାଙ୍କନ ଦାଖଲ କରିବେ ଜୟ ଢୋଲକିଆ

ଭୁବନେଶ୍ୱର (ଆମ ଟିଭି): ଆଜି ପ୍ରାର୍ଥୀପତ୍ର ଦାଖଲ କରିବେନି ବିଜେପି ପ୍ରାର୍ଥୀ ଜୟ ଢୋଲକିଆ । ଆସନ୍ତା ୧୮ ତାରିଖରେ ନାମାଙ୍କନ ଦାଖଲ କରିବେ ବୋଲି ସୂଚନା ମିଳିଛି। ଆଜି ଶୁଭ ମୁହୂର୍ତ୍ତ…

ନୂଆପଡ଼ାର ସାମଗ୍ରିକ ବିକାଶ ପାଇଁ ବିଜେପି ସରକାର ସଂକଳ୍ପବଦ୍ଧ: ମନମୋହନ ସାମଲ

ନୂଆପଡା (ଆମ ଟିଭି): ନୂଆପଡ଼ା ଜିଲ୍ଲାର ମୌଳିକ ସମସ୍ୟାର ସମାଧାନ ସହ ସାମଗ୍ରିକ ବିକାଶ ପାଇଁ ବିଜେପି ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ନୂଆପଡ଼ାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ଯୋଗ ଦେଇ ରାଜ୍ୟ…

୭୯ ବର୍ଷ ବୟସରେ ପାଦ ଥାପିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ; ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର (ଆମ ଟିଭି): ଆଜି ବିଜେଡି ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ । ୭୯ ବର୍ଷ ବୟସରେ ପାଦ ଥାପିଛନ୍ତି ନବୀନ। ଏଥର ନିଜ ଜନ୍ମଦିନକୁ ସେ ଭିନ୍ନ…

ପୀତବାସଙ୍କୁ ହତ୍ୟା ପାଇଁ ହୋଇଥିଲା ୫୦ଲକ୍ଷର ଡିଲ୍

ପୀତବାସପଣ୍ଡା ହତ୍ୟା ମାମଲା ଉପରୁ ହଟିଲା ପରଦା । ପୀତବାସଙ୍କୁ ହତ୍ୟା କରିବା ପାଇଁ ହୋଇଥିଲା ପ୍ରି-ପ୍ଲାନ୍ । ବିହାରରୁ ଆସିଥିଲେ ହତ୍ୟାକାରୀ । ପୂରା ଫିଲ୍ମ ଷ୍ଟାଇଲ୍‌ରେ ହତ୍ୟା କରିବା…

ଦୀପାବଳିକୁ ନେଇ ସୁପ୍ରିମକୋର୍ଟଙ୍କ ବଡ ରାୟ: ଦିଲ୍ଲୀ-ଏନସିଆରରେ ବିକ୍ରି ହୋଇପାରିବ ବାଣ

ଦୀପାବଳିକୁ ନେଇ ଦିଲ୍ଲୀ-ଏନସିଆର ଲୋକ ମଧ୍ୟରେ ଥିବା ଶଙ୍କାକୁ ଦୂର କରିଛନ୍ତି ସୁପ୍ରିମକୋର୍ଟ | କୋର୍ଟ ଦିଲ୍ଲୀ-ଏନସିଆରରେ ସବୁଜ ବାଣ ବିକ୍ରୟ ଉପରେ ପ୍ରତିବନ୍ଧକ ଉଠାଇ ଦେଇଛନ୍ତି ଏବଂ ବାଣ…

ଆଜି ୪ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

ଶ୍ରୀମନ୍ଦିରରେ ବୁଧବାର ଶ୍ରୀବିଗ୍ରହମାନଙ୍କର ଶ୍ରୀମୁଖ ଶୃଙ୍ଗାର ବା ବନକ ଲାଗି ନୀତି ଅନୁଷ୍ଠିତ ହେବ। ବୁଧବାର ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ବନକଲାଗି ନୀତି ଅନୁଷ୍ଠିତ ହେବାକୁ…

ପ୍ରାର୍ଥୀ ଘୋଷଣା କଲା ବିଜେପି, ଜୟ ଢୋଲକିଆଙ୍କୁ ଟିକେଟ୍

ନୂଆପଡ଼ା ଉପନିର୍ବାଚନ ନେଇ ବିଜେପିର ପ୍ରାର୍ଥୀ ଘୋଷଣା । ଜୟ ଢୋଲକିଆ ହେଲେ ବିଜେପି ପ୍ରାର୍ଥୀ । ଆସନ୍ତାକାଲି ନାମାଙ୍କନ ଭରିବେ ଜୟ ଢୋଲକିଆ । ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ନାମାଙ୍କନ…