ଡ୍ରିଙ୍କ୍ ଫ୍ରମ୍ ଟ୍ୟାପ ଜଳଯୋଗାଣରେ ଆଉ ୫ଟି ସହରକୁ ଜଳ ଯୋଗାଣ ପ୍ରକଳ୍ପର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ୱର (ଆମ ଟିଭି): ପ୍ରତି ସହରରେ ମିଳିବ ବିଶୁଦ୍ଧ ପାନୀୟ ଜଳ । ସେଥିପାଇଁ ଡ୍ରିଙ୍କ୍ ଫ୍ରମ୍ ଟ୍ୟାପ୍ ଜଳଯୋଗାଣର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ । କହିଲେ ଭଲ ପିଇବା ପାଣି ଯୋଗାଇବା ଆମର ଲକ୍ଷ୍ୟ । ୫ଟି ସହର ପାଇଁ ପ୍ରକଳ୍ପ ଉଦଘାଟନ କରି ମୁଁ ବହୁତ ଖୁସି ।

ସେହି ୫ଟି ସହର ହେଲା ନିମାପଡା, ଚମ୍ପୁଆ, ରାଇରଙ୍ଗପୁର, ରାଜଗାଙ୍ଗପୁର ଓ ବୀରମିତ୍ରପୁର । ଏହା ଦ୍ୱାରା ୩୦ହଜାର ପରିବାର ଉପକୃତ ହେବେ । ଦେଶର ପ୍ରଥମ ଡ୍ରିଙ୍କ୍ ଫ୍ରମ୍ ଟ୍ୟାପ୍ ରାଜ୍ୟ ହେଉଛି ଓଡିଶା । ୧୩ଟି ସହରର ୧୪୯ ୱାର୍ଡରେ ୨୪ଘଣ୍ଟିଆ ସୁବିଧା ମିଳୁଛି ।

 

Leave A Reply

Your email address will not be published.