ମୋଦିଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

0

ଭୁବନେଶ୍ୱର: ମଧ୍ୟପ୍ରଦେଶ, ଛତିଶଗଡ଼ ଓ ରାଜସ୍ଥାନରେ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ଭାଜପାର ବିପୁଳ ବିଜୟ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଅଭିନନ୍ଦନ ଜଣାଇଛନ୍ତି।

ଆଜି ସକାଳେ ମୁଖ୍ୟମନ୍ତ୍ରୀ ଫୋନ୍‌ ଯୋଗେ ପ୍ରଧାନମନ୍ତ୍ରୀଙ୍କ ସହ କଥା ହୋଇ ଏହି ଶୁଭେଚ୍ଛା ଜଣାଇଥିବା ତାଙ୍କ କାର୍ଯ୍ୟାଳୟ ସୂତ୍ରରୁ ପ୍ରକାଶ।

Leave A Reply

Your email address will not be published.