ବିଭିନ୍ନ ବିଭାଗର ତଦାରଖ କରିବ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ: ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ କରିବା ଲାଗି ଏହି ୬ ଅଧିକାରୀଙ୍କୁ ଦିଆଗଲା ଦାୟିତ୍ୱ

0

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ବିଭିନ୍ନ ବିଭାଗର ତଦାରଖ କରିବ । ଏ ନେଇ ସିଏମଓ ଅଧିକାରୀଙ୍କୁ ଦାୟିତ୍ୱ ବାଣ୍ଟି ଦିଆଯାଇଛି। ୬ ଅଧିକାରୀଙ୍କ ମଧ୍ୟରେ ଏହି ଦାୟିତ୍ୱ ବଣ୍ଟନ କରାଯାଇଛି। ସେମାନେ ହେଲେ ନିକୁଞ୍ଜ ବିହାରୀ ଧଳ, ଅରିନ୍ଦମ ଡାକୁଆ, ଅନୁପମ ଶାହା, ପ୍ରସନ୍ନ କୁମାର ଷଡଙ୍ଗୀ, ଚିତ୍ରସେନ ରାଉତ ଏବଂ ଉମେଶ ତ୍ରିପାଠୀ। ଏହି ବରିଷ୍ଠ ଆଇପିଏସ୍‌ ଅଧିକାରୀ ମାନେ ବିଭିନ୍ନ ବିଭାଗର ତଦାରଖ କରିବା ସହ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ କରିବେ ବୋଲି ଜଣାପଡିଛି।

Leave A Reply

Your email address will not be published.