ମୁଖ୍ୟମନ୍ତ୍ରୀ ପୋଷଣ ଯୋଜନାର ଶୁଭାରମ୍ଭ, ୧୦ ଲକ୍ଷ ୮୦ ହଜାର ପିଲା ହେବେ ଉପକୃତ

0

ମୁଖ୍ୟମନ୍ତ୍ରୀ ପୋଷଣ ଯୋଜନାର ଶୁଭାରମ୍ଭ ।ପୋଷଣ ଯୁକ୍ତ ମାଣ୍ଡିଆ ଲଡ଼ୁ ବାଣ୍ଟି ଶୁଭାରମ୍ଭ କଲେ ଗଣ ଶିକ୍ଷା ମନ୍ତ୍ରୀ । ଉମରକୋଟରେ ଆୟୋଜିତ କାର୍ଯ୍ୟକ୍ରମରେ ପିଲାଙ୍କୁ ଲଡ଼ୁ ବାଣ୍ଟିଲେ । ନବମ ଓ ଦଶମ ପିଲାଙ୍କ ମଧ୍ୟାହ୍ନ ଭୋଜନର ମଧ୍ୟ ଶୁଭାରମ୍ଭ କଲେ । ରାଜ୍ୟର ୧୦ ଲକ୍ଷ ୮୦ ହଜାର ପିଲା ଉପକୃତ ହେବେ କହିଲେ ।

Leave A Reply

Your email address will not be published.