ବିଧାନସଭାରେ ଘଣ୍ଟା ବାଡେଇ, ତୂରୀ ଫୁଙ୍କି କଂଗ୍ରେସର ପ୍ରତିବାଦ

0

ଭୁବନେଶ୍ୱର (ଆମ ଟିଭି): ଶୁକ୍ରବାର ବିଧାନସଭା ଆରମ୍ଭରୁ ବିଧାନସଭାରେ ପ୍ରବଳ ହଟ୍ଟଗୋଳ ଦେଖିବାକୁ ମିଳିଛି। ନାରୀ ସୁରକ୍ଷା ପ୍ରସଙ୍ଗରେ ଘଣ୍ଟ ବାଡ଼େଇ କଂଗ୍ରେସର ଜୋରଦାର ପ୍ରତିବାଦ କରିଛି।

କଳା ଡ୍ରେସ ପିନ୍ଧି କଂଗ୍ରେସ ବିଧାୟକମାନେ ଗୃହର ମଧ୍ୟଭାଗକୁ ଆସି ସ୍ଲୋଗାନ ଦେବା ସହିତ ଘଣ୍ଟ ବାଡେଇବା ସହିତ ତୁରୀ ଫୁଙ୍କି ପ୍ରତିବାଦ କରିଥିଲେ। ଫଳରେ ପ୍ରବଳ ହଟ୍ଟଗୋଳ ଯୋଗୁ ସାଢ଼େ ୧୧ ଯାଏଁ ଗୃହକୁ ମୁଲତବି ରଖିଥିଲେ ବାଚସ୍ପତି।

Leave A Reply

Your email address will not be published.