ସିପିଆଇଏମ ନେତା ସୀତାରାମ ୟେଚୁରୀଙ୍କ ପରଲୋକ

0

ମାର୍କ୍ସବାଦୀ କମ୍ୟୁନିଷ୍ଟ ପାର୍ଟି ସିପିଆଇ (ଏମ୍) ସାଧାରଣ ସମ୍ପାଦକ ସୀତାରାମ ୟେଚୁରିଙ୍କ ପରଲୋକ ହୋଇଛି। ୭୨ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଦିଲ୍ଲୀ ଏମ୍ସର ICU ରେ ସୀତାରାମ ୟେଚୁରୀ ଆଡମିଶନ ହୋଇଥିଲେ। ଆକ୍ୟୁଟ ଶ୍ୱାସକ୍ରିୟା ସଂକ୍ରମଣରେ ପୀଡିତ ହୋଇ ୟେଚୁରୀ ଏମ୍ସର ଆଇସିୟୁରେ ଚିକିତ୍ସିତ ହେଉଥିଲେ। ତାଙ୍କୁ ୧୯ ଅଗଷ୍ଟରେ ଏମ୍ସର ICU ରେ ଭର୍ତ୍ତି କରାଯାଇଥିଲା।

Leave A Reply

Your email address will not be published.