ଆସନ୍ତାକାଲି ୪ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

0

ପୁରୀ(ଆମ ଟିଭି): ଆସନ୍ତାକାଲି ୪ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ । ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି। ତା ୦୩.୦୧.୨୦୨୪ ରିଖ ବୁଧବାର ପୌଷ କୃଷ୍ଣ ସପ୍ତମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ।

ଏଣୁ ଦ୍ଵିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ଘ.୪.୦୦ ଟିକା ଠାରୁ ରାତ୍ର ଘ. ୮.୦୦ ଟିକା ପର୍ୟ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

Leave A Reply

Your email address will not be published.