ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଦେବେନ୍ଦ୍ର ଫଡନ୍‌ବିସ୍‌

0

ମହାରାଷ୍ଟ୍ରର ନୂତନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଦେବେନ୍ଦ୍ର ଫଡନ୍‌ବିସ୍‌। ମୁମ୍ବାଇର ଆଜାଦ ମଇଦାନରେ ରାଜ୍ୟପାଳ ଦେବେନ୍ଦ୍ର ଫଡନ୍‌ବିସ୍‌ଙ୍କୁ ଶପଥ ପାଠ କରାଇଛନ୍ତି। ଏହି ସମାରୋହରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା ଉପସ୍ଥିତ ଅଛନ୍ତି।

Leave A Reply

Your email address will not be published.