ଗଠନ ହେବ ପାନୀୟ ଜଳ ନିଗମ

0

ଭୁବନେଶ୍ୱର: ରାଜ୍ୟରେ ଗଠନ ହେବ ପାନୀୟ ଜଳ ନିଗମ ଏନେଇ ସୂଚନା ଦେଇଛନ୍ତି ପଞ୍ଚାୟତ ରାଜ୍ୟ ମନ୍ତ୍ରୀ ରବି ନାରାୟଣ ନାଏକ ।

ଖୁବ ଶୀଘ୍ର ମଧ୍ୟପ୍ରଦେଶ ଓ କର୍ଣ୍ଟାଟକ ଓଡ଼ିଶା ଟିମ୍ ଯାଇ ପାନୀୟ ଜଳ ନିଗମର ରୂପରେଖ କେମିତି ହେବ ସେ ବାବଦରେ ଅନୁଧ୍ୟାନ କରିବେ । ଆଇଟି ଓ ଡିଜିଟାଲ୍ ପ୍ଲାଟଫର୍ମ ସହ ନିଗମ କାମ କରିବ ବୋଲି ମନ୍ତ୍ରୀ କହିଛନ୍ତି । ଏହି ମେଗା ପ୍ରକଳ୍ପର ଦାୟିତ୍ୱ ୫ ବର୍ଷ ପାଇଁ ଏକ ଏଜେନ୍ସ ନେବ ବୋଲି ସୂଚନା ରହିଛି ।

Leave A Reply

Your email address will not be published.