ମାହାଙ୍ଗା ଡବଲ ମର୍ଡର ଘଟଣା: ପ୍ରତାପ ଜେନାଙ୍କୁ ଆଶ୍ୱସ୍ତି

0

ଭୁବନେଶ୍ୱର: ପୁଣି ଚର୍ଚ୍ଚାରେ ମାହାଙ୍ଗା ଡ଼ବଲ ମର୍ଡର ଘଟଣା । ମାହାଙ୍ଗା ଡର୍ବଲ ମର୍ଡର ଘଟଣାରେ ପ୍ରତାପ ଜେନାଙ୍କୁ ମିଲିଛି ବଡ଼ ଆଶ୍ୱସ୍ତି । ହାଇକୋର୍ଟ ବଢ଼ାଇଲେ ତାଙ୍କର ଅନ୍ତରୀଣ ସୁରକ୍ଷା ଅବଧି । । ଆଜି ଯାଏଁ ଅନ୍ତରୀଣ ସୁରକ୍ଷା ପ୍ରଦାନ କରିଥଲେ ହାଇକୋର୍ଟ । ଏବେ ଆସନ୍ତା ଜାନୁୟାରୀ ୧୭ ତାରିଖ ଯାଏଁ ବଢ଼ିଲା ବିଧାୟକଙ୍କ ଅନ୍ତରୀଣ ସୁରକ୍ଷା ।

ଆସନ୍ତା ଜାନୁଆରି ୧୭ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି କରାଯିବ । ଆସନ୍ତା ଜାନୁଆରି ୧୭ ତାରିଖ ଯାଏ ବିଧାୟକଙ୍କ ବିରୁଦ୍ଧରେ ଏହି ମାମଲାରେ କୌଣସି ପ୍ରକାର କାର୍ୟ୍ୟାନୁଷ୍ଠାନ ନିଆଯାଇପାରିବ ନାହିଁ ବୋଲି ଓଡ଼ିଶା ଉଚ୍ଚ ନ୍ୟାୟାଳୟ ନିର୍ଦେଶ ଦେଇଛନ୍ତି ।

Leave A Reply

Your email address will not be published.