ନୂଆଦିଲ୍ଲୀ ଏମ୍ସରେ ଭର୍ତ୍ତି ହେଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ

0

ନୂଆଦିଲ୍ଲୀ (ଆମ ଟିଭି): ନୂଆଦିଲ୍ଲୀରୁ ଏକ ବଡ଼ ଖବର ଆସି ପହଞ୍ଚିଛି । କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଏମ୍ସରେ ଭର୍ତ୍ତି ହୋଇଛନ୍ତି । ହସ୍ପିଟାଲର ପ୍ରାଇଭେଟ୍ ୱାର୍ଡରେ ତାଙ୍କୁ ଭର୍ତ୍ତି କରାଯାଇଛି ।

ତେବେ କେଉଁ କାରଣରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି କିମ୍ବା ତାଙ୍କର ସ୍ୱାସ୍ଥ୍ୟାବସ୍ଥା ନେଇ ଏଯାଏଁ କୌଣସି ସୂଚନା ମିଳିପାରିନାହିଁ ।

Leave A Reply

Your email address will not be published.