କଂଗ୍ରେସକୁ ଫେରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ଗିରିଧର ଗମାଙ୍ଗଙ୍କ ପରିବାର

0

ନୂଆଦିଲ୍ଲୀ: ବଢିଲା କଂଗ୍ରେସର ବଳ । କଂଗ୍ରେସକୁ ଫେରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ଗିରିଧର ଗମାଙ୍ଗଙ୍କ ପରିବାର। ଏଥିସହିତ ତାଙ୍କ ସ୍ତ୍ରୀ ହେମା ଗମାଙ୍ଗ ଏବଂ ପୁଅ ଶିଶିର ଗମାଙ୍ଗ ମଧ୍ୟ ଦଳକୁ ଫେରିଛନ୍ତି। ଦିଲ୍ଲୀରେ ଗିରିଧରଙ୍କ ପରିବାର ସଦସ୍ୟ କଂଗ୍ରେସ ହାତ ଧରିଛନ୍ତି।

ଏହି ସମୟରେ ଅଜୟ ମାକେନ, ପ୍ରଭାରୀ ଅଜୟ କୁମାରଙ୍କ ଉପସ୍ଥିତିରେ ଗମାଙ୍ଗ ପରିବାର କଂଗ୍ରେସରେ ଯୋଗ ଦେଇଛନ୍ତି। ପୂର୍ବତନ ଏମ୍ପି ସଞ୍ଜୟ ଭୋଇ ମଧ୍ୟ କଂଗ୍ରେସରେ ସାମିଲ ହୋଇଛନ୍ତି।

Leave A Reply

Your email address will not be published.