୭୪ ହଜାର ଛୁଇଁଲା ସୁନା ଦର

0

ବଢିଚାଲିଛି ସୁନା ଦର। ଆଜି ଭୁବନେଶ୍ୱରରେ ୨୪ କ୍ୟାରେଟ୍‌ ସୁନା ଦର ୧୦ ଗ୍ରାମକୁ ୭୩ ହଜାର ୩୧୦ ଟଙ୍କା ରହିଛି। ସେହିପରି ୨୨ କ୍ୟାରେଟ୍‌ ସୁନା ଦର ୧୦ ଗ୍ରାମକୁ ୬୭ ହଜାର ୨୦୦ ଟଙ୍କା ରହିଛି।

ଗୁରୁବାର ଭୁବନେଶ୍ୱରରେ ୨୪ କ୍ୟାରେଟ୍‌ ସୁନା ଦର ୧୦ ଗ୍ରାମକୁ ୭୨ ହଜାର ୨୨୦ ଟଙ୍କା ଥିବା ବେଳେ ଆଜି ଏଥିରେ ୧୦୯୦ ଟଙ୍କାକୁ ବୃଦ୍ଧି ପାଇଛି। ଆଉ ୨୨ କ୍ୟାରେଟ୍‌ ସୁନା ଦର ୧୦ ଗ୍ରାମକୁ ି ୬୬ ହଜାର ୨୦୦ ଟଙ୍କା ଥିବା ବେଳେ ଆଜି ୧୦୦୦ ଟଙ୍କା ବଢିଛି।

Leave A Reply

Your email address will not be published.