‘ସୁଭଦ୍ରା’ ଯୋଜନାରେ ଝିଅମାନଙ୍କ ପାଇଁ ଆସିଲା ଖୁସି ଖବର: ଏଣିକି…

0

ସୁଭଦ୍ରା’ ଯୋଜନାରେ ଝିଅମାନଙ୍କ ପାଇଁ ଆସିଲା ଖୁସି ଖବର। ୨୧ ବର୍ଷ ପୂରିଥିଲେ ‘ସୁଭଦ୍ରା’ ଯୋଜନାରେ ଆବେଦନ କରିପାରିବେ । ଯେଉଁମାନଙ୍କୁ ଏହି ମାସରେ ୨୧ ବର୍ଷ ପୂରିଥିବ ସେମାନେ ବି ସୁଭଦ୍ରା ପାଇଁ ଆବେଦନ କରିଲେ ସୁଭଦ୍ରା ଟଙ୍କା ପାଇପାରିବେ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ।

ଅନ୍ୟପକ୍ଷେ ୧୫ ଦିନ ଭିତରେ ‘ସୁଭଦ୍ରା’ ରିଜେକ୍ସନ ଯାଞ୍ଚ ହେବ। ଯେଉଁଠି ଅଧିକ ସୁଭଦ୍ରା ଫର୍ମ ରିଜେକ୍ଟ ହୋଇଛି, ସେହି ସ୍ଥାନକୁ ଅଧିକ ଗୁରୁତ୍ୱ ଦିଆଯିବ। ମାଲକାନଗିରି, ଗଜପତି, କୋରାପୁଟରେ ଅଧିକ ରିଜେକ୍ସନ ହୋଇଛି। ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ମାଲକାନଗିରିରେ ଯାଞ୍ଚ ଆରମ୍ଭ ହେବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।

 

Leave A Reply

Your email address will not be published.