ଭୁବନେଶ୍ୱର(ଆମ ଟିଭି): ରାଜ୍ୟବାସୀଙ୍କ ପାଇଁ ଆସିଛି ଏକ ଖୁସି ଖବର । ଖୁବଶୀଘ୍ର ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହିତାଧିକାରୀଙ୍କୁ ୧ ଲକ୍ଷ ୨୦ ହଜାର ବଦଳ ରେ ୧ ଲକ୍ଷ ୮୦ ହଜାର ଟଙ୍କା ମିଳିବ। ଖୁବଶୀଘ୍ର ସମ୍ପୂର୍ଣ୍ଣ ଗାଇଡ଼ ଲାଇନ ଆସିବ । ନରେଗା କୁ ମିଶାଇଲେ ପ୍ରଧାନମନ୍ତ୍ରୀ ୨ ଲକ୍ଷ ଟଙ୍କା ମିଳିବ ।
ସେହିପରି ଶୌଚାଳୟ ପାଇଁ ପୂର୍ବରୁ ୧୨ ହଜାର ଟଙ୍କା ଦିଆ ଯାଉଥିଲା ବର୍ତ୍ତମାନ ତାକୁ ୨୦ ହଜାର ଟଙ୍କା ଦିଆଯିବା ପାଇଁ ବ୍ୟବସ୍ଥା କରାଯାଇଛି । ପ୍ରତି ଆବାସ ଘରକୁ ମଡେଲ ଗୃହ ଭାବେ ନିର୍ମାଣ କରାଇବେ ରାଜ୍ୟ ସରକାର । ପାଣି, ଶୌଚାଳୟ, ବିଜୁଳି, ସବୁ ଆବାସ କୁ ମଡେଲ ଗୃହ ନିର୍ମାଣ କରହିବ ।