ବିଜେପିରେ ମିଶିଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ

0

ଭୁବନେଶ୍ୱର (ଆମ ଟିଭି): ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟାଇ ଶେଷରେ ବିଜେପିରେ ସାମିଲ ହୋଇଛନ୍ତି ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ।
ବୁଧବାର ଭୁବନେଶ୍ବରସ୍ଥିତ ବିଜେପି କାର୍ଯ୍ୟାଳୟରେ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ସେ ଭାରତୀୟ ଜନତା ପାର୍ଟିରେ ମିଶିଛନ୍ତି।

Leave A Reply

Your email address will not be published.