ମିଲର୍ସଙ୍କ ଦାବି ମାନିନେଲେ ସରକାର:ସ୍ବାଭାବିକ ହେଲା ଧାନ କିଣା

0

ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର କହିଛନ୍ତି, ଆଜିଠୁ ସ୍ବାଭାବିକ ହେଲା ଧାନ କିଣା। ମିଲର୍ସଙ୍କ କିଛି ଦାବିକୁ ମାନିଛନ୍ତି ସରକାର।୧୯ ଜିଲାରେ ୩.୧୫ ଲକ୍ଷ ଚାଷୀଙ୍କଠୁ ଧାନ ସଂଗ୍ରହ ହୋଇଛି। ୧୯ ଜିଲାରେ ୩.୧୫ ଲକ୍ଷ ଚାଷୀଙ୍କଠୁ ଧାନ ସଂଗ୍ରହ ହୋଇ ଥିବା ବେଳେ ୧୩ ଲକ୍ଷ ୫୯ ହଜାର ୯୭୪ ମେଟ୍ରିକ ଟନ ଧାନ ମିଲର୍ସ ଉଠାଇଛନ୍ତି। ଚାଷୀଙ୍କୁ ୮୯୧ କୋଟି ୫୮ ଲକ୍ଷ ଟଙ୍କାର ଇନପୁଟ ଆସିଷ୍ଟାଂଶ ଦିଆଯାଇଛି। ମଙ୍ଗଳବାର ମିଲର୍ସଙ୍କ ସହ ଆଲୋଚନା କରିଥିଲେ ଯୋଗାଣ ମନ୍ତ୍ରୀ।

Leave A Reply

Your email address will not be published.