ବଢ଼ିଲା ଅଭିନେତ୍ରୀ ରିୟାଙ୍କ ଅଡୁଆ, ମାମଲା ରୁଜୁ କଲା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ

0

ଭୁବନେଶ୍ବର(ଆମ ଟିଭି): ବଢ଼ିଲା ଓଲିଉଡ ଅଭିନେତ୍ରୀ ରିୟା ଦେଙ୍କ ଅଡୁଆ। ଘରୋଇ ସହାୟିକାଙ୍କୁ ନିର୍ଯାତନା ଅଭିଯୋଗ ପରେ ନିଜ ଆଡୁ ମାମଲା ରୁଜୁ କଲା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ।

ଭୁବନେଶ୍ବର ଡିସିପି, ଖୋର୍ଦ୍ଧା ଡିଏଲଓ, ଜିଲା ଶିଶୁ ସୁରକ୍ଷା ଅଧିକାରୀଙ୍କୁ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି। ଆସନ୍ତା ୨୫ ସୁଦ୍ଧା ତଦନ୍ତ ସାରି ରିପୋର୍ଟ ଦେବାକୁ କୁହାଯାଇଛି।

 

Leave A Reply

Your email address will not be published.