ଡିସେମ୍ବର ୧ ତାରିଖରୁ ଖୋଲିବ ଗୁଣ୍ଡିଚା ମନ୍ଦିର, କୋଭିଡ ମହାମାରୀ ଠାରୁ ରହିଥିଲା ବନ୍ଦ

0

ଡିସେମ୍ବର ୧ ତାରିଖରୁ ଖୋଲିବ ଗୁଣ୍ଡିଚା ମନ୍ଦିର । ସର୍ବସାଧାରଣଙ୍କ ପାଇଁ ଖୋଲିବ ଗୁଣ୍ଡିଚା ମନ୍ଦିର । କୋଭିଡ ମହାମାରୀ ଠାରୁ ବନ୍ଦ ରହିଥିଲା ଗୁଣ୍ଡିଚା ମନ୍ଦିର ।  ଗୁଣ୍ଡିଚା ମନ୍ଦିର ଦର୍ଶନ ପାଇଁ ଆସୁଥିବା ଶ୍ରଦ୍ଧାଳୁଙ୍କ ପାଇଁ ସମସ୍ତ ପ୍ରକାର ଆନୁଷଙ୍ଗିକ ବ୍ୟବସ୍ଥା କରାଯାଇଛି ।

ଗୁଣ୍ଡିଚା ମନ୍ଦିର ଚତୁଃପାର୍ଶ୍ଵରେ ଥିବା ଜବରଦଖଲ ଉଛେଦ କରାଯାଇଛି। ଟେଣ୍ଡର ଦିଆନଯାଇ ଶ୍ରୀମନ୍ଦିର ପ୍ରଶାସନ ନିଜେ ଏହାକୁ ପରିଚାଳନା କରିବ । ଦର୍ଶନ ପାଇଁ କିଭଳି ବ୍ୟବସ୍ଥା ରହିବ ସେନେଇ ଚାଲିଛି ଆଲୋଚନା । ସୂଚନା ଦେଲେ ପୁରୀ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା ।

Leave A Reply

Your email address will not be published.