ବିଜାପୁର ଜାତୀୟ ଉଦ୍ୟାନ ଅଞ୍ଚଳରେ ଗୁଳିବିନିମୟ, ୧୨ ମାଓବାଦୀ ନିପାତ

0

ଛତିଶଗଡ଼଼(ଆମ ଟିଭି): ମାଓବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ବିଜାପୁର ଜାତୀୟ ଉଦ୍ୟାନ ଅଞ୍ଚଳରେ ଗୁଳି ବିନିମୟ ହୋଇଥିବା ଜଣାପଡ଼ିଛି। ସୁରକ୍ଷାକର୍ମୀଙ୍କ ଗୁଳିରେ ୧୨ଜଣ ମାଓବାଦୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି।

ବିଜାପୁର ଜାତୀୟ ଉଦ୍ୟାନ ଅଞ୍ଚଳରେ ଆହୁରି ଅଧିକ ମାଓବାଦୀ ଲୁଚି ରହିଥିବା ସନ୍ଦେହ କରି ସୁରକ୍ଷାକର୍ମୀ ସର୍ଚ୍ଚ ଅପରେସନ ଜାରି ରଖିଛି।

Leave A Reply

Your email address will not be published.