ରାଜଧାନୀ ଭୁବନେଶ୍ୱରରେ ଆଜି ହାଫ୍ ଡେ’ ସ୍କୁଲ

0

ରାଜଧାନୀ ଭୁବନେଶ୍ୱରରେ ଆଜି ହାଫ୍ ଡେ’ ସ୍କୁଲ। ଭୁବନେଶ୍ୱରରେ ଆଜି ଦିନ ଗୋଟାଏ ଯାଏଁ ଖୋଲା ରହିବ ସବୁ ସ୍କୁଲ୍। ଦିନ ଗୋଟାଏ ପରେ ସବୁ ସ୍କୁଲ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଶାହଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଏହି ଘୋଷଣା କରାଯାଇଛି। ଟ୍ରାଫିକ କଟକଣା ଯୋଗୁ ଯାତାୟତ କରିବାରେ ପିଲାମାନେ ଅସୁବିଧାରେ ସମ୍ମୁଖୀନ ହେବେ। ଏହି ଆଶଙ୍କାରେ ଆଜି  ହାଫ୍ ଡେ’ ସ୍କୁଲ କରାଯିବା ପାଇଁ ଘୋଷଣା ହୋଇଛି।

Leave A Reply

Your email address will not be published.