ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବୀ

0

ନୂଆଦିଲ୍ଲୀ (ଆମ ଟିଭି): ଆଜି ପୁଣି ବିଧାନସଭାର ମୌସୁମୀ ଅଧିବେଶନରେ ଦେଖିବାକୁ ମିଳିଥିଲା ହୋହାଲ୍ଲା । ସେଥିପାଇଁ ବିଧାନସଭା ମୌସୁମୀ ଅଧିବେଶନକୁ ଗୁରୁବାର ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବୀ ରଖାଯାଇଛି । ବାଚସ୍ପତି ପ୍ରମିଳା ମଲ୍ଲିକ ଅପରାହ୍ନ ୪ଟା ଯାଏଁ ମୁଲତବୀ ଘୋଷଣା କରିଛନ୍ତି ।

ଖବର ଅନୁଯାୟୀ, ବିଧାନସଭା ମୌସୁମୀ ଅଧିବେଶନ । ଗୁରୁବାର ଦିନ ଅଧିବେଶନ ଆରମ୍ଭ ହେବା ମାତ୍ରେ ବିରୋଧୀ କରିଥିଲେ ହଙ୍ଗାମା । ମୁଖ୍ୟମନ୍ତ୍ରୀଙ୍କ ବିବୃତ୍ତି ନେଇ ବିରୋଧୀ ଓ ଶାସକ ଦଳ ମୁହାଁମୁହିଁ ହୋଇଥିଲେ । ଏପିରିକି ଗୃହର ମଧ୍ୟଭାଗକୁ ଆସି ବିଜେପି ବିଧାୟକମାନେ ହଟ୍ଟଗୋଳ କରିଥିଲେ । ଶେଷରେ ବାଚସ୍ପତି ପ୍ରମିଳ ମଲ୍ଲିକ ବାଧ୍ୟ ହୋଇ ବିଧାନସଭାକୁ ମୁଲତବୀ ଘୋଷଣା କରିଥିଲେ ।

 

Leave A Reply

Your email address will not be published.