ମୁଁ ନିର୍ବାଚନ ଲଢିବି ନାହିଁ: ସୌମ୍ୟରଞ୍ଜନ ପଟ୍ଟନାୟକ

0

ଭୁବନେଶ୍ୱର: ବହୁ ଦିନ ପରେ ଗଣମାଧ୍ୟମ ସାମ୍ନାରେ ମୁହଁ ଖୋଲିଛନ୍ତି ଖଣ୍ଡପଡ଼ା ବିଧାୟକ ତଥା ପୂର୍ବତ୍ତନ ବିଜେଡି ନେତା ସୌମ୍ୟ ରଞ୍ଜନ ପଟ୍ଟନାୟକ। ବୁଧବାର ଖୋର୍ଦ୍ଧା ଜାନକୀ ଜୟନ୍ତୀ ଅବସରରେ ସାମ୍ବାଦିକ ମାନଙ୍କ ପ୍ରଶ୍ନରେ ଏହି ବଡ ବୟାନ ଦେଇଛନ୍ତି ସୌମ୍ୟ। ସେ କହିଛନ୍ତି ‘ -‘ନିର୍ବାଚନ ଲଢ଼ିବି କି ନାହିଁ ନିଷ୍ପତ୍ତି ନେଇନି, ପ୍ରାୟ ଲଢ଼ିବି ନାହିଁ’, ଏବେ ‘ମୋର ଦଳ ନାହିଁ କି ଖବରକାଗଜ ନାହିଁ, ମୋର କିଛି ନାହିଁ’। ମୋର କେବଳ ଓଡିଶାକୁ ଭଲ ପାଇବାର ସାହସ ଅଛି, ତାକୁ ନେଇ ମୁ ଆଗକୁ ବଢ଼ିବି।

ତେବେ ନିଜ ଖବର କାଗଜ ସଂସ୍ଥାର ସଂପାଦକ ପଦ କାହିଁକି ଛାଡ଼ିଲେ ପ୍ରଶ୍ନରେ ସୌମ୍ୟ କହିଥିଲେ, ‘ଯେଉଁ ସାମ୍ବାଦିକଙ୍କୁ ଗଢ଼ିଥିଲି, ତାଙ୍କ ଗୁଣ ଦେଖି ଛାଡ଼ିଲି, ମିଛ କଥା ନେଇ ଏତଲା କରିବେ, ତାକୁ କିଏ ବରଦାସ୍ତ କରିବ।’

Leave A Reply

Your email address will not be published.