ସନ୍ଧ୍ୟାରେ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ

0

ଭୁବନେଶ୍ୱର (ଆମ ଟିଭି): ଆଜି ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ଆଜି ସନ୍ଧ୍ୟା ୫ଟା ୪୫ରେ ମୁଖ୍ୟମନ୍ତ୍ରୀ ନବୀନଦ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ଆଜି ହେବାକୁ ଥିବା ଏହି ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ ବୈଠକରେ ୧୧ଟି ପ୍ରସ୍ତାବ ଉପରେ ମୋହର ଲାଗିପାରେ ।

ନାରୀ ସଶକ୍ତିକରଣ ଓ ଆଦିବାସୀ କଲ୍ୟାଣ ଉପରେ ଆଜିର କ୍ୟାବିନେଟ ମିଟିଂରେ ଗୁରୁତ୍ବପୂର୍ଣ୍ଣ ଆଲୋଚନା ହୋଇପାରେ । ଏହା ସହ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଲାଗିପାରେ ମୋହର।

Leave A Reply

Your email address will not be published.