SpecialState ୨୪ ଘଣ୍ଟାରେ ଓଡ଼ିଶାରେ ଆଉ ୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ By Ama Tv On Jan 2, 2024 0 Share ଭୁବନେଶ୍ୱର: ଓଡ଼ିଶାରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଏହି ସୂଚନା ଦେଇଛନ୍ତି। ଏହା ସହିତ ରାଜ୍ୟରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୨୪କୁ ବୃଦ୍ଧି ପାଇଛି। 0 Share FacebookTwitterWhatsApp