ଅଷ୍ଟ୍ରେଲିଆ ଗସ୍ତ ପାଇଁ ଭାରତୀୟ ଦିନିକିଆ ଦଳ ଘୋଷଣା: ଗିଲ୍ଙ୍କୁ ମିଳିଲା ବଡ଼ ଦାୟିତ୍ୱ
ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI) ଅଷ୍ଟ୍ରେଲିଆ ଗସ୍ତ ପାଇଁ ଦିନିକିଆ ଦଳ ଘୋଷଣା କରିଛି। ଶୁବମନ ଗିଲଙ୍କୁ ଦଳର ନୂତନ ଅଧିନାୟକ ନିଯୁକ୍ତ କରାଯାଇଛି। ବିରାଟ କୋହଲି ଏବଂ ରୋହିତ ଶର୍ମା ମଧ୍ୟ ଦଳରେ ସାମିଲ ହୋଇଛନ୍ତି। ଶ୍ରେୟସ ଆୟରଙ୍କୁ ଭାରତର ଦିକି ଦଳର ଉପ-ଅଧିନାୟକ ନିଯୁକ୍ତ କରାଯାଇଛି।
ଦିନିକିଆ ସିରିଜ ପାଇଁ ଟିମ ଇଣ୍ଡିଆ
ଶୁବମନ ଗିଲ (ଅଧିନାୟକ), ରୋହିତ ଶର୍ମା, ବିରାଟ କୋହଲି, ଶ୍ରେୟସ ଆୟର (ଉପ-ଅଧିନାୟକ), ଅକ୍ଷର ପଟେଲ, କେଏଲ ରାହୁଲ (ଉଇକେଟକିପର), ନୀତିଶ କୁମାର ରେଡ୍ଡୀ, ୱାଶିଂଟନ ସୁନ୍ଦର, କୁଲଦୀପ ଯାଦବ, ହର୍ଷିତ ରାଣା, ମହମ୍ମଦ ସିରାଜ, ଅର୍ଶଦୀପ ସିଂହ, ପ୍ରସିଦ୍ଧ କୃଷ୍ଣ, ଧ୍ରୁବ ଜୁରେଲ (ଉଇକେଟକିପର), ଏବଂ ଯଶସ୍ବୀ ଜୟସୱାଲ।