ସୋମବାର ୪ ଘଣ୍ଟା ଜଗା ଦର୍ଶନ ବନ୍ଦ

0

ଆସନ୍ତାକାଲି ୪ ଘଣ୍ଟା ପାଇଁ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଦର୍ଶନରୁ ବଞ୍ଚିତ ହେବେ ଭକ୍ତ। ସୋମବାର ମାର୍ଗଶୀର କୃଷ୍ଣ ଦଶମୀ ତିଥି। ଏହି ଅବସରରେ ଶ୍ରୀବିଗ୍ରହମାନଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହେବ। ତେଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଅପରାହ୍ନ ୫ଟାଠାରୁ ରାତି ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ନୀତି ସମ୍ପନ୍ନ ହେବାପରେ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ।

Leave A Reply

Your email address will not be published.