ଭୁବନେଶ୍ୱର(ଆମ ଟିଭି): ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ରଙ୍କୁ ସାମୟିକ ଆଶ୍ୱସ୍ତି । ସୁପ୍ରିମକୋର୍ଟରୁ ସାମୟିକ ଆଶ୍ୱସ୍ତି ପାଇଛନ୍ତି ଜୟନାରାୟଣ । ଅନ୍ତରୀଣ ସୁରକ୍ଷା ପ୍ରଦାନ କରିଛନ୍ତି ସର୍ବୋଚ୍ଚ ଅଦାଲତ ।
ଟାଉନ ଥାନାରେ ରୁଜୁ ହୋଇଥିବା ମାମଲାରେ ଅନ୍ତରୀଣ ସୁରକ୍ଷା ପ୍ରଦାନ କରିଛନ୍ତି ସୁପ୍ରିମକୋର୍ଟ ।