ବିଜେପିରେ ସାମିଲ ହେଲେ ଜିତୁ ମିତ୍ର

0

ଖୋର୍ଦ୍ଧା ବିଧାୟକ ଜିତୁ ମିତ୍ର ଗୁରୁବାର ଭାଜପାରେ ସାମିଲ ହୋଇଛନ୍ତି। ତେବେ ଜିତୁ ଭାଜପାରେ ମିଶୁମିଶୁ ଅପରାଜିତା ଷଡ଼ଙ୍ଗୀ ଓ ପ୍ରଶାନ୍ତ ଜଗଦ୍ଦେବଙ୍କ ପାଇଁ ପ୍ରଚାର ଆରମ୍ଭ କରି ଦେଇଛନ୍ତି। ଗୋଶାଳା ପଡ଼ିଆରୁ ବାହାରିଥିବା ରୋଡ ଶୋ’ରେ ସେ ସାମିଲ ହୋଇଛନ୍ତି ।

ସୂଚନାଯୋଗ୍ୟ, ଜିତୁ ମିତ୍ର ଖୋର୍ଦ୍ଧାରୁ ୩ଥର ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି। ଏଥିର ବିଜେଡିରୁ ପ୍ରାର୍ଥୀ ହେବା ପାଇଁ ଚାହିଁଥିଲେ। ହେଲେ ତାଙ୍କୁ ନିରାଶ ହେବାକୁ ପଡିଥିଲା। ତାଙ୍କ ସ୍ଥାନରେ ଅନ୍ୟ ଜଣଙ୍କୁ ବିଜେଡି ପ୍ରାର୍ଥୀ କରିଥିଲା। ଯେଉଁଥିପାଇଁ ଜିତୁ ମିଶ୍ର କ୍ଷୁବ୍ଧ ଥିଲେ।

Leave A Reply

Your email address will not be published.