ଜଷ୍ଟିସ ଯଶୱନ୍ତ ସିଂହ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ନିଯୁକ୍ତ

0

କଟକ (ଆମ ଟିଭି): ଓଡ଼ିଶା ହାଇକୋର୍ଟକୁ ମିଳିଲା ନୂଆ ମୁଖ୍ୟ ବିଚାରପତି । ନିଯୁକ୍ତ ହେବ ନୂଆ ମୁଖ୍ୟ ବିଚାରପତି । ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତି ହେବେ ଜଷ୍ଟିସ ଯଶଓ୍ୱନ୍ତ ସିଂହ । ଜଷ୍ଟିସ ଏସ ମୁରଲୀଧରଙ୍କୁ ମାଡ୍ରାସ ହାଇକୋର୍ଟକୁ ବଦଳି ହୋଇଛି । ମୁଖ୍ୟ ବିଚାରପତି ନିଯୁକ୍ତି ନେଇ ସୁପ୍ରିମକୋର୍ଟ କଲେଜିୟମର ନିଷ୍ପତ୍ତି ନେଇଛି ।

ଗତ ୨୮ ତାରିଖରେ ସୁପ୍ରିମକୋର୍ଟ କଲେଜିୟମରେ ଜଷ୍ଟିସ ଯଶଓ୍ୱନ୍ତ ସିଂହଙ୍କ ନାମ ସୁପାରିସ ହୋଇଥିଲା । ଏବେ ଓଡ଼ିଶା ହାଇକୋର୍ଟର ବରିଷ୍ଠ ବିଚାରପତି ଅଛନ୍ତି ଜଷ୍ଟିସ ଯଶଓ୍ୱନ୍ତ ସିଂହ । ବର୍ତ୍ତମାନ ସେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତ ହେବେ ।

Leave A Reply

Your email address will not be published.