ଶ୍ରୀମନ୍ଦିରରେ ଆରମ୍ଭ ହେଲା ଲେଜର ସ୍କାନିଂ

0

ପୁରୀ(ଆମ ଟିଭି): ଶ୍ରୀମନ୍ଦିର ରତ୍ନଭଣ୍ଡାର ଲେଜର ସ୍କାନିଂ ଆଜିଠୁ ଆରମ୍ଭ ହୋଇଛି। ଏକ ୧୫ ଜଣିଆ ଟିମ୍‌‌କୁ ନେଇ ଲେଜର ସ୍କାନିଂ ଆରମ୍ଭ କରାଯାଇଛି।

ଆର୍ଟିଷ୍ଟିକ, ସର୍ଭେଲାନ୍ସ, ଫଟୋଗ୍ରାଫି ଟିମ୍‌‌ ସାମିଲ ରହିଛନ୍ତି। ଏଏସଆଇ କୋର୍‌‌ କମିଟି ସଦସ୍ୟ, ଶ୍ରୀମନ୍ଦିର ବୈଷୟିକ ଟିମ୍‌‌ ଏଥିରେ ଉପସ୍ଥିତ ରହିଛନ୍ତି।

Leave A Reply

Your email address will not be published.