ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଲିଜ୍ ଟ୍ରସ

0

ନୂଆଦିଲ୍ଲୀ (ଆମ ଟିଭି): ତୁଟୁନି ବ୍ରିଟେନର ରାଜନୈତିକ ସଙ୍କଟ । ପୂର୍ବତନ ପ୍ରଧାନମନ୍ତ୍ରୀ ବୋରିସ୍ ଜନସନଙ୍କ ଠାରୁ ଆରମ୍ଭ ହୋଇଥିବା ବ୍ରିଟେନର ରାଜନୈତିକ ଡ୍ରାମା ଶେଷ ହେବାର ନାଁ ଧରୁନି । ଏବେ ବ୍ରିଟେନର ନବନିର୍ବାଚିତ ପ୍ରଧାନମନ୍ତ୍ରୀ ଲିଜ୍ ଟ୍ରସ ନିଜ ପଦରୁ ଇସ୍ତଫା ଦେଇଛନ୍ତି ।

ଶପଥ ନେବାର ମାତ୍ର ଛଅ ସପ୍ତାହରେ ସେ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି । ଦେଶର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ଚୟନ ହେବା ଯାଏଁ ସେ ଏହି ଦାୟିତ୍ୱରେ ରହିବେ ।

Leave A Reply

Your email address will not be published.