ସୁନ୍ଦରଗଡ଼ରେ ମହାବଳ ଠାବ

0

ସୁନ୍ଦରଗଡ: ସୁନ୍ଦରଗଡ ଜିଲ୍ଲାରେ ମହାବାଳ ବାଘ ଠାବ ହୋଇଛି । ଦୀର୍ଘ ଦୁଇ ଦଶନ୍ଧି ପରେ ମହାବଳ ବାଘ ବୁଲୁଥିବା ଦେଖିବାକୁ ମିଳିଛି । ବନବିଭାଗ ପକ୍ଷରୁ ଲଗାଯାଇଥିବା କ୍ୟାମେରାରେ ମହାବଳ ଟ୍ରାପ୍ ହେବା ପରେ ଏହି ଖବର ସାମ୍ନାକୁ ଆସିଛି ।

ଏନେଇ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ ରେ ଏକ ପୋଷ୍ଟ କରି ସୂଚନା ଦେଇଛନ୍ତି ବନ୍ୟପ୍ରାଣୀ ପିସିସିଏଫ୍ ସୁଶାନ୍ତ ନନ୍ଦ । ତେବେ ବାଘଟି ତାର ନୂଆ ସ୍ଥାନ ତିଆରି ପାଇଁ ମଧ୍ୟପ୍ରଦେଶରୁ ଚାଲି ଆସିଥିବା କୁହାଯାଉଛି ।

Leave A Reply

Your email address will not be published.