ଗୁଆଘିଅରେ ମହାପ୍ରସାଦ ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ମହାସୁଆର ସେବାୟତ ନିଯୋଗ

0

ଶ୍ରୀମନ୍ଦିରରେ ଗୁଆ ଘିଅରେ ମହାପ୍ରସାଦ ପ୍ରସ୍ତୁତି ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି ସୁଆର ମହାସୁଆର ସେବାୟତ ନିଯୋଗ। ଓମ୍‌ଫେଡ୍‌ ପରିବର୍ତ୍ତେ ଶୁଦ୍ଧ ଗୁଆଘିଅରେ ମହାପ୍ରସାଦ ପ୍ରସ୍ତୁତ ହେବା ପାଇଁ ଦାବି କରିଛନ୍ତି।

ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଅମୃତମଣୋହୀ ଜମିରେ ଗାଈ ଫାର୍ମ କରାଯିବା ପାଇଁ ଚିଠିରେ ଉଲ୍ଲେଖ ରହିଥିବାବେଳେ ମହାପ୍ରଭୁଙ୍କ ଗଚ୍ଛିତ ଅର୍ଥରେ ଗୋ’ଶାଳା ଏବଂ ଡାଏରୀ ଫାର୍ମ କରାଯିବାକୁ ସୁଆର ମହାସୁଆର ସେବାୟତ ନିଯୋଗ ଚିଠି ଲେଖିଛନ୍ତି।

Leave A Reply

Your email address will not be published.