ନୂଆଦିଲ୍ଲୀ (ଆମ ଟିଭି): ନଡ୍ଡାଙ୍କୁ ଭେଟିଲେ ମନମୋହନ । ବିଜେପି ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡାଙ୍କୁ ଭେଟିଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ।

ଦିଲ୍ଲୀ ସ୍ଥିତ ବିଜେପି ରାଷ୍ଟ୍ରୀୟ ମୁଖ୍ୟାଳୟରେ ରାଜ୍ୟର ବିଭିନ୍ନ ବିଷୟରେ ଉଭୟ ନେତାଙ୍କ ମଧ୍ୟରେ ଆଲୋଚନା ହୋଇଥିବା ସୂଚନା ମିଳିଛି ।

Prev Post
Recover your password.
A password will be e-mailed to you.