ସାନ୍ତାଳୀ ଭାଷାରେ ଶପଥ ନେବେ ମୟୂରଭଞ୍ଜ ଏମ୍‌ପି ନବଚରଣ ମାଝି, ଜାଣନ୍ତୁ କାହିଁକି…

0

ନବନିର୍ବାଚିତ ଏମ୍‌ପି ମାନେ ଆସନ୍ତା ୨୪ ତାରିଖରେ ସଂସଦରେ ଶପଥ ଗ୍ରହଣ କରିବେ । ଓଡ଼ିଶାର ୨୧ ଏମ୍‌ପି ମଧ୍ୟ ଶପଥ ଗ୍ରହଣ କରିବେ । ତେବେ ଏମ୍‌ପିମାନେ ଶପଥଗ୍ରହଣ କରିବାକୁ ଆଜି ଦିଲ୍ଲୀ ଅଭିମୁଖେ ଯାତ୍ରା କରିବେ। ମୟୂରଭଞ୍ଜରୁ ଏମ୍‌ପି ହୋଇଥିବା ନବଚରଣ ମାଝି ଆଜି ନିଜ ମାତୃଭାଷା ସାନ୍ତାଳୀ ଭାଷାରେ ଶପଥ ନେବେ ବୋଲି ଜଣାପଡିଛି। ଏହାକୁ ନେଇ ନବଚରଣ ମାଝି କହିଛନ୍ତି, ସାନ୍ତାଳୀ ଭାଷାର ପ୍ରଚାର ପ୍ରସାର ପାଇଁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ଆଲୋଚନା ସହ କରିବି।

Leave A Reply

Your email address will not be published.