ଭୋଟ୍‌ ଦେଲେ ମନ୍ତ୍ରୀ ଟୁକୁନି ସାହୁ

0

ବଲାଙ୍ଗୀର ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ମତଦାନ କେନ୍ଦ୍ରଗୁଡ଼ିକରେ ମତଦାତାଙ୍କ ଲମ୍ବା ଧାଡ଼ି ଲାଗିଛି। ଏହି କ୍ରମରେ ମନ୍ତ୍ରୀ ଟୁକୁନି ସାହୁ ଟିଟିଲାଗଡ଼ର ବାଳିକା ଉଚ୍ଚ ବିଦ୍ୟାଳୟରେ ହୋଇଥିବା ୧୯୩ ନଂ ବୁଥ୍‌ରେ ଭୋଟ୍‌ ଦେଇଛନ୍ତି।

Leave A Reply

Your email address will not be published.