ଘୂର୍ଣ୍ଣିବଳୟ ସାଙ୍ଗକୁ ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ ବାୟୁ; ଆସନ୍ତା ୨୪ ଘଣ୍ଟା ମଧ୍ୟରେ କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା

0

ଭୁବନେଶ୍ଵର (ଆମ ଟିଭି): ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ ବାୟୁ, ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ସମ୍ଭାବନା। ଝାଡ଼ଖଣ୍ଡ ଓ ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣି ବଳୟ ପ୍ରଭାବରେ ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ସମ୍ବଲପୁର, ଦେବଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ।

Leave A Reply

Your email address will not be published.