ଯୁକ୍ତ ଦୁଇ କଟ୍‌ ଅଫ୍‌: ଜାଣନ୍ତୁ ଶୀର୍ଷରେ ରହିଛି କେଉଁ କଲେଜ୍‌

0

ଭୁବନେଶ୍ୱର (ଆମ ଟିଭି); ଯୁକ୍ତ ଦୁଇ ୨୨୦୨୪ ୨୫ ଶିକ୍ଷା ବର୍ଷ ପାଇଁ ଶନିବାର ପ୍ରଥମ କଟ ଅଫ ମାର୍କ ପ୍ରକାଶ ପାଇଛି। ବାଣିଜ୍ୟ ଓ ବିଜ୍ଞାନରେ ଶୀର୍ଷରେ ରହିଛି ରେଭେନ୍ସା।

କଳାରେ ୭୫. ୧୭% ସହ ଆଗରେ ରହିଚି ରେଭେନ୍ସା ହାୟର ସେକେଣ୍ଡାରୀ ସ୍କୁଲ। ସେହିପରି ବିଜ୍ଞାନରେ ୯୧.୫୦% ଓ ବାଣିଜ୍ୟରେ ୭୭% ସହ ରେଭେନ୍ସା ହାୟର ସେକେଣ୍ଡାରୀ ସ୍କୁଲ ଆଗରେ ରହିଛି।

ମୋଟ ୪ ଲକ୍ଷ ୭୬ ହଜାର ୯୩ ଜଣ ଆବେଦନ କରିଥିଲେ। ୪ ଲକ୍ଷ ୨୬ ହଜାର ୪୭୨ ଜଣଙ୍କ ନାମ କଟ ଅଫ୍‌ ତାଲିକାରେ ରହିଛି। ବାଦ ପଡିଛନ୍ତି ୪୯ ହଜାର ୬୨୧ ଜଣ।

Leave A Reply

Your email address will not be published.