State ୨୪ ଘଣ୍ଟାରେ ଭିଜିବ ଓଡ଼ିଶା By Ama Tv On May 4, 2024 0 Share ଘଣ୍ଟାରେ ରାଜ୍ୟରେ କାଳବୈଶାଖୀ ବର୍ଷା ସମ୍ଭାବନା। ଉପକୂଳ ସମେତ କିଛି ସ୍ଥାନରେ କାଳବୈଶାଖୀ ହେବା ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। କାଳବୈଶାଖୀ ପ୍ରଭାବରେ ୩ରୁ ୫ ଡିଗ୍ରୀ ଯାଏ ତାପମାତ୍ରା ହ୍ରାସ ଘଟିପାରେ। 0 Share FacebookTwitterWhatsApp