ଭୁବନେଶ୍ୱର (ଆମ ଟିଭି): ଅପରେସନ ସିନ୍ଦୂର ପରେ ଦେଶରେ ହାଇ ଆଲର୍ଟ । ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ଵର ବିମାନ ବନ୍ଦରରୁ ୨ ଟି ବିମାନର ଉଡାଣ ବାତିଲ୍ କାରହଇଛି । ଭୁବନେଶ୍ଵରରୁ ହିନ୍ଦନ ଗାଜିଆବାଦକୁ ବିମାନ ଉଡାଣ ବାତିଲ୍ ହୋଇଛି ।
ପଶ୍ଚିମ ପ୍ରାନ୍ତକୁ ଉଡାଣ କଟକଣା ଥିବା ବାତିଲ ହୋଇଥିବା କହିଛନ୍ତି ନିର୍ଦେଶକ । ଭୁବନେଶ୍ଵର ପାଟ୍ନା ଦେଇ ଚଣ୍ଡିଗଡ ଯାଉଥିବା ବିମାନ ମଧ୍ୟ ବାତିଲ ହୋଇଛି । ବିମାନବନ୍ଦର ନିର୍ଦ୍ଦେଶକ ପ୍ରସନ୍ନ ପ୍ରଧାନ ଏନେଇ ସୂଚନା ଦେଇଛନ୍ତି।