ପରଲୋକରେ ପଦ୍ମଶ୍ରୀ କମଳା ପୂଜାରୀ

0

ପଦ୍ମଶ୍ରୀ କମଳା ପୂଜାରୀଙ୍କ ପରଲୋକ ଘଟିଛି। କଟକ ଏସ୍‌ସିବିରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ୨ ଦିନ ତଳେ ଅସୁସ୍ଥ ହୋଇ ଆଇସିୟୁରେ ଭର୍ତ୍ତି ହୋଇଥିଲେ । ବିଭିନ୍ନ କିସମର ଧାନ ସଂରକ୍ଷଣ ପାଇଁ ତାଙ୍କୁ ପଦ୍ମଶ୍ରୀ ପୁରସ୍କାର ମିଳିଥିଲା।

Leave A Reply

Your email address will not be published.