ଆତ୍ମସମର୍ପଣ କଲା ଅମୃତପାଲ ସିଂହ

ନୂଆଦିଲ୍ଲୀ :ପୁଲିସକୁ ଚକମା ଦେଇ ଫେରାର ହୋଇଯାଇଥିବା ଖଲିସ୍ତାନୀ ନେତା ଅମ୍ରିତପାଲ ସିଂହ ଶେଷରେ ଆତ୍ମସମର୍ପଣ କରିଛି। ପଞ୍ଜାବର ମୋଗା ପୁଲିସ ନିକଟରେ ଅମ୍ରିତପାଲ ଆତ୍ମସମର୍ପଣ କରିବା ପରେ…

ମିଳିଲା ଶ୍ରୀମନ୍ଦିର ପ୍ରଶାସନର ହଜିଯାଇଥିବା ଫାଇଲ୍

ପୁରୀ (ଆମ ଟିଭି): ପୁଣି ଚର୍ଚ୍ଚାରେ ଶ୍ରୀମନ୍ଦିର ଫାଇଲ୍ । ଶ୍ରୀମନ୍ଦିର ପ୍ରଶାସନର ହଜିଯାଇଥିବା ଫାଇଲ ମିଳିଛି । ଏ ନେଇ ସୂଚନା ଦେଇଛନ୍ତି ଆଇନ ବିଭାଗର ପ୍ରମୁଖ ସଚିବ । ଜେଟିଏର ଦୁଇଟି…

ପଞ୍ଚଭୂତରେ ଲୀନ ହେଲେ ସହିଦ୍ ଦେବାଶିଷ

ସତ୍ୟବାଦୀ (ଆମ ଟିଭି): ପୁଞ୍ଚରେ ଆତଙ୍କୀ ଆକ୍ରମଣରେ ସହିଦ ହୋଇଥିବା ସତ୍ୟବାଦୀର ସହିଦ ଦେବାଶିଷ ବିଶ୍ୱାଳ ଆଜି ପଞ୍ଚଭୂତରେ ଲୀନ ହୋଇଛନ୍ତି । ଜନ୍ମସ୍ଥାନ ଅଳଗୁମରେ ତାଙ୍କୁ ଅନ୍ତିମ ବିଦାୟ…

ଆସନ୍ତାକାଲି ଠୁ ଭୁବନେଶ୍ୱରରେ ଆରମ୍ଭ ହେବ ଜି୨୦ ସମ୍ମିଳନୀ

ଭୁବନେଶ୍ୱର (ଆମ ଟିଭି): ଜି୨୦ ପାଇଁ ଚଳଚଞ୍ଚଳ ଭୁବନେଶ୍ୱର । ଆସନ୍ତାକାଲିଠାରୁ ଭୁବନେଶ୍ୱରରେ ଆରମ୍ଭ ହେବ ଜି ୨୦ ସମ୍ମିଳନୀ । ରାଜଧାନୀର ବିଭିନ୍ନ ସ୍ଥାନରେ ସେମିନାର ଓ ବୈଠକ କରାଯିବ ।…

କଟକରେ ଆଇନ ଛାତ୍ରୀଙ୍କୁ ଦୁଷ୍ମର୍ମ ଅଭିଯୋଗ: ଅଭିଯୋଗ ପରେ ହୋଟେଲ ମ୍ୟାନେଜର ଗିରଫ

ଭୁବନେଶ୍ୱର (ଆମ ଟିଭି): କଟକରେ ଆଇନ ଛାତ୍ରୀଙ୍କୁ ଦୁଷ୍ମର୍ମ ଅଭିଯୋଗ । ମଧୁପାଟଣା ଅଞ୍ଚଳରେ ଥିବା ଏକ ପ୍ରତିଷ୍ଠିତ ହୋଟେଲରେ ନିର୍ୟାତନାର ଶିକାର ହୋଇଥିବା ମଧୁପାଟଣା ଥାନାରେ ଏତଲା ।…

ସରକାରୀ ଘର ଛାଡ଼ିଲେ କଂଗ୍ରେସ ନେତା ରାହୁଲ ଗାନ୍ଧି

ନୂଆଦିଲ୍ଲୀ :ମୋଦି ସରନେମ’ ଅପରାଧିକ ମାନହାନୀ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଲୋକସଭା ସଦସ୍ୟ ପଦ ହରାଇଥିବା କଂଗ୍ରେସ ନେତା ରାହୁଲ ଗାନ୍ଧି ଶନିବାର ଦିଲ୍ଲୀର ୧୨ ତୋଗଲକ ରୋଡ୍‌ ସ୍ଥିତ ତାଙ୍କ…

ବିଜୟ ପଟ୍ଟନାୟକ ହେଲେ କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷ

ଭୁବନେଶ୍ୱର : ପୂର୍ବତନ ମୁଖ୍ୟ ଶାସନ ସଚିବ ତଥା କଂଗ୍ରେସ ନେତା ବିଜୟ ପଟ୍ଟନାୟକଙ୍କୁ ପ୍ରଚାର କମିଟି ଅଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି । ଏଆଇସିସି ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ଶ୍ରୀ…

କର୍ଣ୍ଣାଟକ ନିର୍ବାଚନ : କାହିଁକି କଟିଲା ଟିକେଟ କହିଲେ ଅମିତ୍ ଶାହା

ଭୁବନେଶ୍ୱର :ଚଳିତ କର୍ଣ୍ଣାଟକା ବିଧାନସଭା ନିର୍ବାଚନ ପାଇଁ କିଛି ବିଧାୟକଙ୍କୁ ଟିକେଟ ଦେଇ ନାହିଁ ବିଜେପି। ଏମିତିକି ଦଳର ଆଗଧାଡ଼ିର ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଜଗଦୀଶ ଶେଟ୍ଟାରଙ୍କ…

ପ୍ରଧାନମନ୍ତ୍ରୀଙ୍କୁ ଧନକପୂର୍ଣ୍ଣ ଚିଠି

ନୂଆଦିଲ୍ଲୀ : ଆସନ୍ତା ସୋମବାର ଠାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ କେରଳ ଗସ୍ତରେ ଯାଉଥିବା ବେଳେ ତାଙ୍କୁ ସେଠାରେ ଆକ୍ରମଣ କରିବାକୁ ଧମକପୂର୍ଣ୍ଣ ଚିଠି ଆସିଛି। ରାଜୀବ…

ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ଚାର୍ଜସିଟ୍

ଭୁବନେଶ୍ୱର: ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ୩ ହଜାର ପୃଷ୍ଠାର ଚାର୍ଜସିଟ ଦାଖଲ କରିଛି ଭିଜିଲାନ୍ସ । ଆୟ ବହିର୍ଭୂତ ସଂପତ୍ତି ଠୁଳ ମାମଲାରେ ଚାର୍ଜସିଟ୍ ଦାଖଲ…