ଟ୍ବିନ୍ ସିଟିରେ ଦୀପାବଳି ବଢାଇଲା ପ୍ରଦୂଷଣ, ରାଜଧାନୀରେ AQI -୧୮୦କୁ ଖସିଲା

ଭୁବନେଶ୍ୱର (ଆମ ଟିଭି): ଟ୍ବିନ୍ ସିଟିରେ ଦୀପାବଳି ବଢାଇଲା ପ୍ରଦୂଷଣ । ପ୍ରବଳ ବାଣଫୁଟାଇବା ଯୋଗୁଁ ଖସିଛି ଭୁବନେଶ୍ବର-କଟକ ଏୟାର କ୍ବାଲିଟି ଇନଡେକ୍ଟ । ରାଜଧାନୀରେ AQI 180 ପାର ହୋଇଛି ।…

ପୀତବାସ ପଣ୍ଡା ହତ୍ୟା ମାମଲା, ଦିନେ ଦୁଇ ଦିନ ଭିତରେ ହତ୍ୟାକାଣ୍ଡର ଖୁଲାସା ହେବ: ଆଇଜି

ବ୍ରହ୍ମପୁର (ଆମ ଟିଭି): ବ୍ରହ୍ମପୁରର ବହୁଚର୍ଚ୍ଚିତ ପୀତବାସ ପଣ୍ଡା ହତ୍ୟା ମାମଲାରେ ବଡ ଅପଡେଟ୍ । ଦିନେ ଦୁଇ ଦିନ ଭିତରେ ହତ୍ୟାକାଣ୍ଡ ଖୁଲାସା ହେବ କହିଲେ ଦକ୍ଷିଣାଞ୍ଚଳ ଆଇଜି ନୀତି ଶେଖର…

ଭାଇଚାରା ବାର୍ତ୍ତା ସହ ଦୀପାବଳିରେ ପ୍ରଥମ ଥର ଓଡ଼ିଶା ପାଳିବ ଗାଁ ଦିବସ

ଭୁବନେଶ୍ୱର, ୧୮l୧୦ (): ''ଆମେ ପାଳିବା ଗାଁ ଦିବସ ଦୀପାବଳିରେ ଏହି ବର୍ଷ, ଆମେ ପାଳିବା ଗାଁ ଦିବସ ଦୀପାବଳିରେ ସବୁ ବର୍ଷ'' l ଗାଁକୁ ଯିବା, ଗାଁକୁ ଭଲପାଇବା l ପ୍ରବାସୀ ଭାରତୀୟ ଦିବସ…

ଆମେରିକା ଇତିହାସର ସବୁଠାରୁ ବଡ଼ ପ୍ରତିବାଦ, ଟ୍ରମ୍ପଙ୍କ ବିରୋଧରେ ରାସ୍ତାକୁ ଓହ୍ଲାଇଲେ ଲକ୍ଷ ଲକ୍ଷ ଲୋକ

ଆମେରିକା (ଆମ ଟିଭି): ରାଷ୍ଟ୍ରପତି ଟ୍ରମ୍ପଙ୍କ ବିରୋଧରେ ଆମେରିକାର ଲକ୍ଷ ଲକ୍ଷ ଲୋକ ରାସ୍ତାକୁ ଓହ୍ଲାଇଛନ୍ତି । ଯାହା ଆମେରିକାର ଇତିହାସର ସବୁଠାରୁ ବଡ଼ ପ୍ରତିବାଦ । ବିଶେଷକରି ଟ୍ରମ୍ପଙ୍କ…

ପ୍ରଥମ ଦିନିକିଆରେ ଟିମ୍ ଇଣ୍ଡିଆ ନୈରାଶ୍ୟଜନକ ପ୍ରଦର୍ଶନ: ୭ ୱିକେଟରେ ଜିତିଲା ଅଷ୍ଟ୍ରେଲିଆ

ନୂଆଦିଲ୍ଲୀ (ଆମ ଟିଭି): ସାରା ଦେଶରେ ଦୀପାବଳି ପାଇଁ ପ୍ରସ୍ତୁତି ଚାଲିଛି। ପ୍ରଶଂସକମାନେ ଆଶା କରିଥିଲେ ଯେ, ଟିମ୍ ଇଣ୍ଡିଆ ପ୍ରଥମ ODIରେ ଅଷ୍ଟ୍ରେଲିଆକୁ ପରାସ୍ତ କରିବ ଏବଂ ଦେଶକୁ ଉପହାର…

ଦୀପାବଳି ପାଇଁ ଅକ୍ଟୋବର ୨୦ ରେ ସମସ୍ତ ସ୍କୁଲ ଓ କଲେଜ ଛୁଟି ଘୋଷଣା

ଭୁବନେଶ୍ୱର (ଆମ ଟିଭି): ଆସନ୍ତା ୨୦ ତାରିଖ ଅର୍ଥାତ ସୋମବାରକୁ ଦୀପାବଳି ପାଇଁ ଅତିରିକ୍ତ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର । ଏହି ପରିପ୍ରେକ୍ଷୀରେ ଆସନ୍ତା ସୋମବାର ଦିନ ରାଜ୍ୟର…

ବାର୍ଷିକ ୧୮ ହଜାର ଟଙ୍କାରୁ ଅଧିକ ବୃତ୍ତି ପାଉଥିଲେ ମିଳିବନି ସୁଭଦ୍ରା

ଭୁବନେଶ୍ୱର (ଆମ ଟିଭି): ବାର୍ଷିକ ୧୮ ହଜାର ଟଙ୍କାରୁ ଅଧିକ ବୃତ୍ତି ପାଉଥିଲେ ମିଳିବନି ସୁଭଦ୍ରା ଟଙ୍କା । କୌଣସି ମହିଳାଙ୍କୁ କେନ୍ଦ୍ର କିମ୍ବା ରାଜ୍ୟ ସରକାରଙ୍କଠାରୁ ୧୮ ହଜାର କିମ୍ବା…

କଟକରେ ବାଣଫୁଟା ପାଇଁ ମିଳିଲା ୨ ଘଣ୍ଟା ଅନୁମତି

ଭୁବନେଶ୍ୱର (ଆମ ଟିଭି): ପାଖେଇ ଆସୁଛି ଆଲୋକର ପର୍ବ ଦୀପାବଳି । ଏଥିଲାଗି ସବୁଠି ପ୍ରସ୍ତୁତି ଜୋରଦାର ଚାଲିଛି। ଭୁବନେଶ୍ୱର ଭଳି କଟକରେ ଲାଗିଲା ଦୀପାବଳୀରେ ବାଣ ଫୁଟାଇବାକୁ ନେଇ କଟକଣା ।…

ରାଜ୍ୟବ୍ୟାପୀ ୪୭୧ଟି ନୂଆ ପଞ୍ଚାୟତ କାର୍ଯ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ଆମ ଟିଭି): ରାଜ୍ୟବ୍ୟାପୀ ୪୭୧ଟି ନୂଆ ପଞ୍ଚାୟତ କାର୍ଯ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ । ଗ୍ରାମଞ୍ଚଳରେ ସୁଶାସନକୁ ଆହୁରି ଦକ୍ଷ ଓ ସୁଦୃଢ କରିବା ପାଇଁ…

ଆଫାଗାନିସ୍ତାନରେ ପାକିସ୍ତାନର ଏୟାର ଷ୍ଟ୍ରାଇକ, ୩ କ୍ରିକେଟରଙ୍କ ମୃତ୍ୟୁ

ପାକିସ୍ତାନ ଏୟାର ଷ୍ଟ୍ରାଇକର ଆଫଗାନିସ୍ତାନର ୩ ଜଣ କ୍ରିକେଟରଙ୍କ ମୃତ୍ୟୁ । ଆଫାଗାନିସ୍ତାନର ପକତିକା ପ୍ରୋଭିନ୍ସରେ ଶୁକ୍ରବାର ପୁଣି ଏୟାର ଷ୍ଟ୍ରାଇକ କରିଥିଲା ପାକିସ୍ତାନ । ଏଥିରେ…