ବିହାର ବିଧାନସଭା ନିର୍ବାଚନ ୨୦୨୫ ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଡିୟୁ, ପ୍ରଥମ ପର୍ଯ୍ୟାୟରେ ୫୭ ପ୍ରାର୍ଥୀଙ୍କ ନାମ
ବିହାର (ଆମ ଟିଭି): ବିହାର ବିଧାନସଭା ନିର୍ବାଚନ ୨୦୨୫ ପାଇଁ ପ୍ରାର୍ଥୀ ଘୋଷଣା କରିଛି ଜେଡିୟୁ । ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ଜନତା ଦଳ ୟୁନାଇଟେଡ୍ (ଜେଡିୟୁ) ମଙ୍ଗଳବାର ଦିନ ବିହାର…